Home Posts tagged odsiah
Odisha News
ଭୁବନେଶ୍ୱର,୧୯/୮: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଶୁକ୍ରବାର ଦିନ ଅବପାତରେ ପରିଣତ ହୋଇଛି । ଅବପାତ ଘନୀଭୂତ ହୋଇ ଗଭିତ ଅବପାତରେ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ପ୍ରଭାବରେ ୪ ଜିଲ୍ଲରରେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓମୟୁରଭଞ୍ଜକୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ଜାରି । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ […]Continue Reading
Seo wordpress plugin by www.seowizard.org.