
ଭୁବନେଶ୍ବର,୨୧/୭: ସ୍ପେଶାଲ ଓଜେଇଇ ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଉଚ୍ଚଶିକ୍ଷା ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ଓଜେଇଇ ୱେବସାଇଟ୍ www.ojee.nic ରୁ ଡାଉନ୍ଲୋଡ କରିପାରିବେ। ଏହି ପରୀକ୍ଷାର ବିଟେକ୍ରେ ୮,୬୫୫ ଜଣଙ୍କୁ ରାଙ୍କ କାର୍ଡ ମିଳିଛି। ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ଡପ୍ଲୋମାରେ ୪,୫୬୮ ଛାତ୍ରଛାତ୍ରୀ, ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ ବିଏସ୍ସିରେ ୬୪, ବି ଫାର୍ମାରେ ୨,୪୪୨, ଏମ୍ବିଏରେ ୪,୨୮୭, Continue Reading