Home Posts tagged one more dies at kashipur
Odisha News
ରାୟଗଡ଼ା ୨୩/୭ : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ବିଭିନ୍ନ ଗାଁ ମାନଙ୍କରେ ବ୍ୟାପିଥିବା ହଇଜା ଉଗ୍ର ହେବାରେ ଲାଗିଛି।ଶନିବାର ଭୋରରୁ ଆଉ ଜଣେ ହଇଜା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ମାଝୀ (୫୦)। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୯ ହୋଇଛି। ବର୍ତ୍ତମାନ ସୁଦ୍ଧା ଶତାଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି।ଖବର ଅନୁଯାୟୀ, ଗତ କିଛି ଦିନ ହେବ ଅର୍ଜୁନ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ମେଡିକାଲ ଚିକିତ୍ସା ପରେ ସେ ଘରକୁ Continue Reading
Seo wordpress plugin by www.seowizard.org.