
ଓଡ଼ିଶା, ୬/୧୧ : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ Continue Reading