Home Posts tagged padmashree award
Odisha News
ଭୁବନେଶ୍ୱର,୨୫/୪: ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା।ସେ ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସମ୍ମାନିତ ହୋଇଥିଲେ। ପାଟଦେଈ, କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପୁସ୍ତକ ପାଇଁ ସୁଖ୍ୟାତି ପାଇଥିଲେ ପଦ୍ମଶ୍ରୀ ବୀଣାପାଣି ମହାନ୍ତି। ତାଙ୍କ ବିୟୋଗରେ ଶୋକଛାୟା ଖେଳି ଯାଇଛି।ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ Continue Reading
Odisha News
ନୂଆଦିଲ୍ଲୀ ୨୧/୩: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ବାବା ବଳିଆ । ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର ସମାରୋହରେ ବାବା ବଳିଆଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶ୍ୟାମାମଣି ଦେବୀଙ୍କୁ ମଧ୍ୟ ମିଳିଛି ପଦ୍ମଶ୍ରୀ ଉପାଧି ।ସେହିଭଳି କ୍ରୀଡା କ୍ଷେତ୍ରରେ ବନ୍ଦନା କଟାରିୟାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିବା ବେଳେ ଶିକ୍ଷା ଏବଂ ସଂସ୍କୃତି କ୍ଷେତ୍ରରେ ସଚ୍ଚିଦାନନ୍ଦ ସ୍ବାମୀଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ Continue Reading
Seo wordpress plugin by www.seowizard.org.