Home Posts tagged paralakhemundi
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୫:ଗଜପତି ଜିଲ୍ଲାର ୨ ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାରଳାଖେମୁଣ୍ଡି ଏବଂ ମୋହନା ଠାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ମତଦାନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି ।ଏହି ନିର୍ବାଚନ ଅବସରରେ ଅନୁଷ୍ଠିତ ମତଦାନ ପୂର୍ବରୁ ଜିଲ୍ଲାର ସମସ୍ତ ମତଦାନ କେନ୍ଦ୍ର ଠାରେ ଆଜି ପ୍ରଥମେ ମକପୋଲ କାର୍ଯ୍ୟକ୍ରମ ପୋଲିଂ ଅଫିସର ଓ ସମସ୍ତ ଏଜେଣ୍ଟ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ପରେ ସକାଳ ୭ଟା ଠାରୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହୋଟେଲ \”ସାଇ ଇଣ୍ଟରନେସନାଲ\” ସମ୍ମିଳନୀ କକ୍ଷ ଠାରେ ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଏଆଇସିସି:(କଂଗ୍ରେସ) ପକ୍ଷରୁ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଓ ପାରଳା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସାମ୍ବାଦିକ ସମ୍ମିଳନୀ Continue Reading
Odisha News
ପାରଳାଖେମୁଣ୍ଡି, ୨୩/୧: ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଆଜି ଦିନିକିଆ ଗଜପତି ଗସ୍ତ କରିଛନ୍ତି। ସେ ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି।ସେ ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବା ପାଇଁ ମନ୍ତ୍ର ଦେଇଛନ୍ତି। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ Continue Reading
Odisha News
ପାରଳାଖେମୁଣ୍ଡି,୪/୭: ପାରଳାଖେମୁଣ୍ଡି ଇଉୠ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ପାଉନି ପୁଲିସ। କୋର୍ଟଙ୍କ ଜାମିନ ବିହୀନ ଗିରଫ ପରୱାନା ପରେ ପୁଲିସ ବିଦ୍ୟାଭାରତୀଙ୍କୁ ଖୋଜିବାକୁ କପ୍ତିପଦା ଗୌଡ଼ ଗାଁକୁ ୨ ଥର ଯାଇ ଖାଲି ହାତରେ ଫେରିଥିବା ସୂଚନା ମିଳିଛି। ଏପରିକି ବିଦ୍ୟାଭାରତୀଙ୍କ ପରିବାର ଲୋକେ ଗାଁରେ ନଥିବା ଜଣାପଡ଼ିଛି। ବିଦ୍ୟାଭାରତୀଙ୍କ ନାଁରେ ଘଈଡ ଜାରି ପରେ ତାଙ୍କୁ କୋର୍ଟରେ ହାଜର କରାଇବା ପାଇଁ ପୁଲିସ ତାଙ୍କ Continue Reading
Odisha News
ପାରଳାଖେମୁଣ୍ଡି ,୩୦/୬: ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ NBW । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଊୠଙ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି SDJM କୋର୍ଟ। ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ Continue Reading
Odisha News
ପାରଳାଖେମୁଣ୍ଡି,୬/୬: ଶିଶୁ ମୃତ୍ୟୁ ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ। ଅଙ୍ଗନବାଡ଼ି କେନ୍ଦ୍ର ପକ୍ଷରୁ ଗତ ଏପ୍ରିଲ ୧୧ତାରିଖରେ ଦିଆଯାଇଥିବା ଏକ୍ସପାର ଭିଟାମିନ ଔଷଧ ଖାଇ ପାରଳାଖେମୁଣ୍ଡି ଉପକଣ୍ଠ ଜାଜପୁର ଗ୍ରାମର ଅନେକ ଶିଶୁ ଗୁରୁତର ହୋଇପଡ଼ିଥିଲେ। ତେବେ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଥିଲେ ମଧ୍ୟ ୧୧ମାସର ସଞ୍ଚିତଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିଥିଲା।ତାଙ୍କୁପ୍ରଥମେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥିତ Continue Reading
Odisha News
ପାରଳାଖେମୁଣ୍ଡି,୨୪/୪ : ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ କରାଯାଇଛି।ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ଼ଙ୍କୁ ଏମ୍.ପାଇଲମ ଗ୍ରାମରେ ଥିବା ଏକ ପୋଖରୀରେ ରକ୍ତଚନ୍ଦନ କାଠ ଲୁଚା ହୋଇଥିବା ଖବର ପାଇ ଥିଲେ। ଏନେଇ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ ଅଧିକାରୀ କବିନ ପରିଚ୍ଛାଙ୍କ ନେତୃତ୍ୱରେ ବନ ବିଭାଗର Continue Reading
Odisha News
ପାରଳାଖେମୁଣ୍ଡି,୨୧/୨: ଗଜପତି ଜିଲ୍ଲା ମୋହନାଠାରୁ ପାରଳାଖେମୁଣ୍ଡିକୁ ଆସୁଥିବା ମୋହନା ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଗାଡ଼ି ଜଣେ ଗାଡ଼ି ଚାଳକଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରେ ଗାଡ଼ି ନରଖି ସେଠାରୁ ଚମ୍ପଟ ମାରିବା ସମସ୍ତଙ୍କ ଆଶ୍ଚର‌୍ୟ୍ୟର ବିଷୟ ପାଲଟିଛି।ପାରଳାଖେମୁଣ୍ଡି ସ୍ଥିତ ଯାଜପୁର ଗ୍ରାମ ନିକଟରେ ପୁଡୁଣୀ ଛକଠାରେ ମୋହନା ବିଡିଓଙ୍କ ଗାଡ଼ି ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ବାଇକ ଚାଳକ ଟି. ପ୍ରଭାକରଙ୍କ Continue Reading
Odisha News
ପାରଳାଖେମୁଣ୍ଡି,୧୭/୧୨: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶନିବାର ଗଜପତି ଜିଲ୍ଲାର ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ ଏକକାଳୀନ ସହକାରୀ ଯନ୍ତ୍ରୀଙ୍କ ବ୍ରହ୍ପପୁର ଓ ଗଜପତିର ୪ଟି ସ୍ଥାନରେ ଚଢ଼ାଉ କରିଥିବା ସୂଚନା ରହିଛି।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି ,୧୮/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ସ୍ଥିତ କାଶୀନଗର ବ୍ଲକର ରାଣିପେଣ୍ଠା ଗ୍ରାମ ଠାରେ ଥିବା ଭିନ୍ନକ୍ଷମ ଅନୁଷ୍ଠାନ “ନିୟତି” କାର୍ଯ୍ୟାଳୟ ପରିସରରେ ଅନୁଷ୍ଠାନର ସମସ୍ତ ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଶିଷ୍ଟ ବଦାନ୍ୟ ବ୍ୟକ୍ତି ଶିକ୍ଷାବିତ୍ ଶ୍ରୀ ମହେଶ ଚରଣ ଦାଶଙ୍କ ପକ୍ଷରୁ Continue Reading
Seo wordpress plugin by www.seowizard.org.