Home Posts tagged phulbani
Odisha News
ଫୁଲବାଣୀ, ୧୧/୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ୍ ଇଞ୍ଜିନ ସରକାର। ଜୁନ୍ ୧୦ରେ କେହି ଓଡ଼ିଆ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥଗ୍ରହଣଲାଗି ମୁଁକନ୍ଧମାଳବାସୀଙ୍କୁ ନିମନ୍ତ୍ରଣ ଦେଉଛି। ସେଥିପାଇଁ ଓଡ଼ିଶାରୁ ୨୧ ବିଜେପି ସାଂସଦଙ୍କୁ ଜିତାଇବାକୁ ପଡ଼ିବ।କନ୍ଧମାଳ ବିଜେପି ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଓ ବିଧାୟକ ପ୍ରାର୍ଥୀଙ୍କୁ ବହୁ ଭୋଟରେ ଜିତାଇବାକୁ ନିବେଦନ କରୁଛି। କନ୍ଧମାଳକୁ ଆସି ମୋତେ ଯେଉଁ ଆଶୀର୍ବାଦ ମିଳିଲା ତାହା ମୁଁ ସାରା ଜୀବନ Continue Reading
Odisha News
କନ୍ଧମାଳ, ୧୮/୪:ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଲୋକେ ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ।ଜେଲରେ ଅସୁସ୍ଥ ହେବା ପରେ ତାଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।ଜେଲରେ ତାଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରିବା Continue Reading
Odisha News
ଫୁଲବାଣୀ,୧୦/୩: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ୧୫ରୁ ୨୦ ରାଉଣ୍ଡ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ଆଜି ଏସଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିବା ବେଳେ ମାଓ କ୍ୟାମ୍ପ ଠାବ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀ ଗୁଳି ମାଓବାଦୀ ଚଳାଇଥିଲେ।ତେବେ ଯବାନଙ୍କ ପ୍ରତିଆକ୍ରମଣ ପରେ କ୍ୟାମ୍ପ ଛାଡ଼ି ପଳାଇଛନ୍ତି ପ୍ରାୟ ୧୫ ଜଣ ଦୁର୍ଦ୍ଦାନ୍ତ Continue Reading
Odisha News
ଫୁଲବାଣୀ, ୯/୩: ପଡ଼ୋଶୀ ଛତିଶଗଡ଼ ପରେ ଏବେ ଓଡ଼ିଶାରେ ଲାଲ ଆତଙ୍କ। ଫୁଲବାଣୀରେ ମାତିଲେ ମାଓବାଦୀ। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।ସଲାଗୁଡ଼ା ପଞ୍ଚାୟତ କୁସେରି ଗାଁରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି। ସ୍ୱାମୀ ଦାହିରା କହଁର ଓ ସ୍ତ୍ରୀ ବତାସି କହଁରଙ୍କୁ ହତ୍ୟା କରିଥିବା ସୂଚନା ରହିଛି, ପୁଲିସ ଯାହାର ତଦନ୍ତ କରୁଛି।ଗତକାଲି ରାତି ପ୍ରାୟ ୯ଟା ସମୟରେ କିଛି ନକ୍ସଲ ଆସି ଦମ୍ପତିଙ୍କୁ ଘରୁ ଉଠାଇ ନେଇଥିଲେ। Continue Reading
Odisha News
ଫୁଲବାଣୀ,୧୪/୧୨: କେକେବିନ ସଂଗଠନର ଦୁଇ ମାଓବାଦୀ ଗୁରୁବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ରଞ୍ଜିତ ନାୟିତମ, ଉଙ୍ଗା ପୋୟମ। ଏନେଇ କନ୍ଧମାଳ ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡିଜିପି ସୁନୀଲ ବଂଶଲ ସୂଚନା ଦେଇଛନ୍ତି।ଉଭୟ ମାଓବାଦୀ ଆଞ୍ଚଳିକ କମିଟିର ସଭ୍ୟ। ଯେଉଁମାନେ କି ଭା.କ.ପା. (ମାଓବାଦୀ) କେକେବିନ ଡିଭିଜନରେ କାର୍ଯ୍ୟ କରି ଆସୁଥିଲେ। ଉଭୟ ମାଓବାଦୀ ଛତିଶଗଡ଼ ଅଞ୍ଚଳର। Continue Reading
Odisha News
ଫୁଲବାଣୀ,୬/୮ : ପୁଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ଲଙ୍କାକାଣ୍ଡ ଘଟଣାରେ ଆଇଆଇସିଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ଏହି ମାମଲାରେ ୨ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଛି।ସୂଚନାଯୋଗ୍ୟ, ଗତକାଲି କିଛି ଉତ୍ତ୍ୟକ୍ତ ଲୋକ ଫିରିଙ୍ଗିଆ ଥାନା ଉପରେ ଆକ୍ରମଣ କରିଥିଲେ । ଥାନା ଅଧିକାରୀ ଓ ତାଙ୍କ ୨ ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଥାନା ପରିସରରେ ଯାହା ପାଇଲେ Continue Reading
Odisha News
ଫୁଲବାଣୀ,୫/୮: କନ୍ଧମାଳ ଜିଲ୍ଲାରେ ପୁଲିସ ଉପରେ ଜନତା ଆକ୍ରୋଶ ଦେଖାଯାଇଛନ୍ତି। ଫୁଲବାଣୀ ଏସ୍ଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କୁ ଥାନାରେ ନିସ୍ତୁକ ପିଟିଛନ୍ତି। ସେହିପରି ଅନ୍ୟ ପୁଲିସ କର୍ମଚାରୀ ମଧ୍ୟ ଲୋକଙ୍କର ଆକ୍ରମଣର ଶିକାର ହୋଇଛନ୍ତି।ନିକଟରେ ଜବତ ହୋଇଥିବା ଗଞ୍ଜେଇକୁ ଏହି ଥାନାର ଆଇଆଇସି ବିକ୍ରି କରୁଥିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ଶନିବାର ଅପରାହ୍ଣରେ ଥାନାରେ ନିଆଁ ଲଗାଇଦେଇଛନ୍ତି। ଲୋକମାନଙ୍କ ଅଭିଯୋଗ ରହିଛି କି ଏହି ଥାନା ଅଧିନରେ ଯେତେ Continue Reading
Top Stories
By Nalini Sahu Berhampur, Aug. 3: Taking another major step towards operational excellence, TPSODL has set up SCADA-enabled Area Power System Control Center (APSCC) in Phulbani. The APSCC which commenced operations on August 3, 2023, was inaugurated by Mr Amit Garg, CEO TPSODL and is equipped with advanced technology to enable remote operation and monitoring […]Continue Reading
Odisha News
ଫୁଲବାଣୀ,୧୧/୫: କନ୍ଧମାଳ ଜିଲ୍ଲାର ଦୁର୍ଗମ ମାଓ ଅଧ୍ୟୁଷିତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି। ମୃତ ପୂର୍ବତନ ସରପଞ୍ଚ ସୁବଳ କହଁର ଏହି ସୁମେରବନ୍ଧ ପଞ୍ଚାୟତ ଗଠନ ହେବା ପରେ ପଞ୍ଚାୟତର ପ୍ରଥମ ସରପଞ୍ଚ ଭାବରେ ଦାୟିତ୍ୱ ନେଇଥିଲେ। ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ପାଇଁ ମଧ୍ୟ୍ୟ ବହୁ Continue Reading
Odisha News
ଫୁଲବାଣୀ,୩/୪: କଳା ପଲସରରେ ଆସି ଝାମ୍ପି ନେଇଗଲେ ୧୭ ଲକ୍ଷରୁ ଅଧିକ ଟଙ୍କା। ଜଣେ ଗ୍ରୋସରୀ ହୋଲ୍ସେଲ୍ ବ୍ୟବସାୟୀଙ୍କ ଠାରୁ ହୋଇଛି ଏହି ଲୁଟ୍। ଏହି ଅଭିଯୋଗ ଆସିଛି ଫୁଲବାଣୀରୁ।ଲୁଟର ଶିକାର ହୋଇଥିବା ବ୍ୟବସାୟୀଙ୍କ ନାଁ ଅଜୟ ପାତ୍ର। ଆଜି ଦିନ ପ୍ରାୟ ୧୧ଟା ବେଳେ ସେ ତାଙ୍କ ଗୁମାସ୍ତା ରମେଶ ପ୍ରଧାନଙ୍କ ସହିତ ଏକ ସ୍କୁଟିରେ ପ୍ରଥମେ ଷ୍ଟେଟ ବ୍ୟାଙ୍କକୁ ଯାଇଥିଲେ।ସେଠାରେ କିଛି ଟଙ୍କା ଜମା କରିବା ପରେ ବାକି ୧୭ ଲକ୍ଷ ୫୦ ହଜାର […]Continue Reading
Seo wordpress plugin by www.seowizard.org.