Home Posts tagged pipili election
Odisha News
ପିପିଲି, ୨୧/୩ : ପିପିଲିରେ ନିର୍ବାଚନି ହିଂସା। ପିପିଲି ଘଇଉ ୭ ନମ୍ବର ୱାର୍ଡରେ କଂଗ୍ରେସ ପାର୍ଟି ଅଫିସକୁ ପୋଡିଦେଲେ ଦୁର୍ବୁତ୍ତ ।ରବିବାର ରାତି ୩ ଟାରେ କଂଗ୍ରେସ ପାର୍ଟି ଅଫିସକୁ କେହି ଦୁର୍ବୁତ୍ତ ପୋଡ଼ି ଦେଇଥିବା ନେଇ ଅଭିଯୋଗ ହୋଇଛି ।ଏଭଳି ଅଭିଯୋଗ ଆଣିଛନ୍ତି କଂଗ୍ରେସ ପ୍ରାର୍ଥୀ ଙ୍କ ଭାଇ । କଂଗ୍ରେସର ଲୋକପ୍ରିୟତାକୁ ସହି ନପାରି କେହି ଏଭଳି କାଣ୍ଡ ଘଟାଇଥିବା ସେ ଅଭିଯୋଗ କରିଛନ୍ତି ।Continue Reading
Seo wordpress plugin by www.seowizard.org.