Home Posts tagged plasma therapy
Odisha News
ଯାଜପୁର, ୨୯ା୭ : ଗୁରୁତର କରୋନା ରୋଗୀଙ୍କ ସୁସ୍ଥତା ପାଇଁ ପ୍ଳ୍‌ାଜମା ଥେରାପି ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଚ୍ଥି । ତେଣୁ କରୋନାରୁ ସୁସ୍ଥ ହୋଇଥିବା ଯୋଗ୍ୟ ବ୍ୟକ୍ତିମାନେ ପ୍ଳ୍‌ାଜମା ଦାନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ତଥା ଯାଜପୁର ଜିଲ୍ଳ୍‌ା ଯୋଜନା ବୋର୍ଡର ଅଧ୍ୟକ୍ଷ ସମୀର ରଂଜନ ଦାଶ ଆହ୍ୱାନ ଦେଇଚ୍ଥନ୍ତି । ବୁଧବାର ଅପରାହ୍ନରେ କରୋନା ମୁକାବିଲା ଓ ପ୍ଳ୍‌ାଜମା ଦାନ ସଂପର୍କରେ ଭିଡିଓ କନପଂରେନ୍ସ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ […]Continue Reading
Odisha News
ଭୁବନେଶ୍ୱର ୨୮/୭: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ। ଭିଡ଼ିଓ କନଫରେନ୍ସଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି ଉଦଘାଟନ କରିଛନ୍ତି। ଏହାସହ ପ୍ଲାଜମା ସମ୍ପର୍କିତ ଭିଡ଼ିଓ ଚିତ୍ରକୁ ମଧ୍ୟ ଉଦଘାଟନ କରିଛନ୍ତି। ପ୍ଲାଜମା ଦାନ ପାଇଁ ପୋର୍ଟାଲ ଓ ପୁସ୍ତିକାର ମଧ୍ୟ ଉନ୍ମୋଚନ କରାଯାଇଛି । ଏହା ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ପୁର୍ବରୁ ଏସସିବି ସମେତ ୩ଟି କୋଭିଡ଼ ହସ୍ପିଟାଲରେ ଏହି ବ୍ୟବସ୍ଥା କାର‌୍ୟ୍ୟକ୍ଷମ Continue Reading
Odisha News
ଭୁବନେଶ୍ୱର,୧୯/୭ : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଏବେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଓଡିଶାରେ ପ୍ଲାଜମା ଥେରାପି ସଫଳ ହୋଇଛି । କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ପ୍ଲାଜମା ଥେରାପି ଚିକିତ୍ସା କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି । ଏପରିକି ଏବେ ରୋଗୀଙ୍କୁ ଅମ୍ଲଜାନର ମଧ୍ୟ ଦରକାର ପଡୁନାହିଁ । ଖୁବ ଶୀଘ୍ର ଏମାନଙ୍କୁ ହସ୍ପିଟାଲରୁ ଛୁଟି କରାଯିବ ବୋଲି ସୂଚନା […]Continue Reading
Odisha News
ଭୁବନେଶ୍ୱର ୧୫।୭: ବୁଧବାର ଦିନ ଠାରୁ ରାଜ୍ୟରେ ପ୍ଲାଜମା ଥେରାପୀ ଆରମ୍ଭ ହେବ। ଭୁବନେଶ୍ବର ସମ୍ କୋଭିଡ୍ ହସ୍ପିଟାଲ, କିମ୍ସ ଓ କଟକ ଅଶ୍ବିନୀ ହସ୍ପିଟାଲରେ ପ୍ଲାଜମା ଥେରାପୀ ଆରମ୍ଭ ହେବ। କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ରହିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ସୂଚନା ମିଳିଛି।ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍ ମୁକାବିଲା Continue Reading
Seo wordpress plugin by www.seowizard.org.