ଭୁବନେଶ୍ବର,୨୫/୫: ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ Continue Reading

ଭୁବନେଶ୍ୱର,୧୭/୮: ଯୁକ୍ତ୨ ଆଡମିଶନ ପାଇଁ ପ୍ରକାଶ ପାଇଲା କଟ୍ଅଫ୍ ମାର୍କ ତାଲିକା। ତାଲିକାରେ ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା, କଳାରେ କୃଷ୍ଣପ୍ରସାଦ ଶୀର୍ଷରେ ରହିଛି। ରେଭେନ୍ସା ଟପ୍ ସ୍ଥାନରେ ରହିବା ସହ ଏଠାରେ ବିଜ୍ଞାନରେ ସାଧାରଣ ବର୍ଗଙ୍କ ନାମଲେଖା ପାଇଁ ୯୪.୩୩% କଟ୍ଅଫ୍ ମାର୍କ ରହିଛି।ସେହିପରି ୯୩.୨୦% ମାର୍କ ସହ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ୱତୀ ବିଦ୍ୟାମନ୍ଦିର ହାଇୟର ସେକେଣ୍ଡେରା ସ୍କୁଲ ଦ୍ୱିତୀୟ, ୯୩% କଟଅଫ୍ ସହ ଭୁବନେଶ୍ୱର ବିଜେବି କଲେଜ Continue Reading