ଭୁବନେଶ୍ୱର, ୧୬/୨: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ପରିଷଦ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି।ଛାତ୍ରୀଛାତ୍ର ପରୀକ୍ଷା ଆରମ୍ଭ ହେବାର ଅଧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବେ ଓ ୧୫ ମିନିଟ ପୂର୍ବରୁ ହଲ୍ ପ୍ରବେଶ କରିବେ। ୧୦ ମିନିଟ୍ ପୂର୍ବରୁ ଖାତା ଓ ୫ ମିନିଟ ପୂର୍ବରୁ ପ୍ରଶ୍ନପତ୍ର Continue Reading
ଭୁବନେଶ୍ବର,୨୨/୨: ମାର୍ଚ୍ଚ ପହିଲାରୁ ଯୁକ୍ତ୨ ଥିଓରି ପରୀକ୍ଷା। ଆସନ୍ତାକାଲି (ବୁଧବାର)ଠାରୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍(ଇଏମ୍ଏଚ୍)ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ।ତାହାକୁ ନଜରରେ ରଖି ହବ୍ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଏଥର ୨୦୨ଟି ହବ୍ କରାଯାଇଛି। ସେଥିମଧ୍ୟରୁ ୨୦୧ଟି Continue Reading
ଭୁବନେଶ୍ବର,୯/୮ : ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ ତ୍ରୈମାସିକ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି । ପ୍ରତି ତିନି ମାସରେ ଛାତ୍ରଛାତ୍ରୀ ଗୋଟିଏ ଲେଖାଏ ପରୀକ୍ଷାର ସମ୍ମୁଖୀନ ହେବେ। ଅର୍ଥାତ୍ ବର୍ଷକୁ ୩ଟି ପରୀକ୍ଷା ଦେବା ବାଧ୍ୟତାମୂଳକ। ଯଦି କୌଣସି ପରୀକ୍ଷାର୍ଥୀ ଏହି ପରୀକ୍ଷାଗୁଡ଼ିକରେ ଅଂଶଗ୍ରହଣ ନ କରନ୍ତି ତେବେ ସେମାନେ ମୁଖ୍ୟ ପରୀକ୍ଷାରେ ଭାଗ ନେଇପାରିବେ ନାହିଁ। କରୋନା ପାଇଁ ଗତ ଶିକ୍ଷାବର୍ଷରେ ଆରମ୍ଭ ହୋଇଥିବା ଏଭଳି ଢାଞ୍ଚାକୁ ୨୦୨୨-୨୩ Continue Reading
ଭୁବନେଶ୍ୱର, ୨/୬: ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ)ର ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ । ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ୍ ୨ରୁ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଜୁନ୍ ୧୩ରୁ ଆରମ୍ଭ ହେବ ।ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପ୍ରାୟ ସମସ୍ତ ବିଷୟର ଖାତାଦେଖା ହେବାକୁ ଥିବାବଳେ ବିଜ୍ଞାନର ୫ଟି ବିଷୟର […]Continue Reading
ଭୁବନେଶ୍ୱର,୨୮/୫: ଜୁନ୍ ୨ରୁ ଆରମ୍ଭ ହେବ ଯୁକ୍ତ ୨ ମୂଲ୍ୟାୟନ। ରାଜ୍ୟର ସମୁଦାୟ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଅଫଲାଇନ୍ ମୂଲ୍ୟାୟନ। ଏହାବାଦ ୩୭ଟି କେନ୍ଦ୍ରରେ ହେବ ଅନଲାଇନ ମୂଲ୍ୟାୟନ ।ସମୁଦାୟ ୨ଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ । ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ । ଏହାପରେ ଜୁନ୍ ୧୩ରୁ ୨୨ ଯାଏଁ ହେବ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ।ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା […]Continue Reading
ଭୁବନେଶ୍ୱର, ୨୮/୪: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା। ଦୁଇ ବର୍ଷ ପରେ ଅଫଲାଇନରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।ପ୍ରଥମ ଦିନରେ ଆଜି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀ ଏମଆଇଏଲ (ଓଡ଼ିଆ) ବିଷୟରେ ପରୀକ୍ଷା ଦେବେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ।ପରୀକ୍ଷାର୍ଥୀଙ୍କୁ ୮ଟାରୁ ୮ଟା ୩୦ ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ଛଡ଼ାଯିବ। ୧୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନ ପତ୍ର ଏବଂ ୫ ମିନିଟ ପୂର୍ବରୁ ଉତ୍ତର ଖାତା Continue Reading
ଭୁବନେଶ୍ବର, ୧୭/୩ : ଆଗାମୀ ଏପ୍ରିଲ୍ ୨୮ ତାରିଖରୁ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଯୁକ୍ତ ଦୁଇ ଦ୍ବାଦଶ ପରୀକ୍ଷା ହେବ ବୋଲି ଜଣାଯାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ଏଥର ମୋଟ୍ ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଜଣାଯାଇଛି।ଏଥର ଅଫଲାଇନ୍ ମୋଡରେ ପରୀକ୍ଷା ହେବ। ତେବେ ଖରାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଦିନ । ସକାଳ ୯ଟାରୁ ଗୋଟିଏ ସିଟିଂରେ […]Continue Reading