Home Posts tagged plus two result announced
Odisha News
ଭୁବନେଶ୍ବର, ୨୭/୭: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଲେଜ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି।ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ପିଲା ପାସ୍ କରିଛନ୍ତି। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବା ସହ ରେଜଲ୍ଟ ଘୋଷଣା କରିଛନ୍ତି।ଯୁକ୍ତ ୨ ବିଜ୍ଞାନ ଓ Continue Reading
Seo wordpress plugin by www.seowizard.org.