Home Posts tagged PM MODI CONGRATULATES INDIAN CRICKET TEAN ON T 20 WORLD CUP
Odisha News
ନୂଆଦିଲ୍ଲୀ, ୩୦/୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଫାଇନାଲରେ ବିରାଟ କୋହଲିଙ୍କ ଇନିଂସ ଏବଂ ଭାରତୀୟ କ୍ରିକେଟରେ ତାଙ୍କର ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି। ରୋହିତ ଶର୍ମା ଏବଂ ବିରାଟ କୋହଲି ମଧ୍ୟ Continue Reading
Seo wordpress plugin by www.seowizard.org.