Home Posts tagged pm modi takes oath as member of parliament
Odisha News
ନୂଆଦିଲ୍ଳୀ, ୨୪/୬: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି।ତୃତୀୟ ପାଳିର ପ୍ରଥମ ଅଧିବେଶନ ଆରମ୍ଭ ପୂର୍ବରୁ ସାଂସଦ ତଥା ଦେଶବାସୀଙ୍କ ପ୍ରତି ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ମୋଦୀ କହିଛନ୍ତି, ‘ ବିକଶିତ ଭାରତର ଲକ୍ଷ୍ୟର ସଙ୍କଳ୍ପ ନେଇ ଆଜି ୧୮ ତମ ଲୋକସଭାର ପ୍ରାରମ୍ଭ ହେଉଛି । ଚଳିତ ନିର୍ବାଚନ ବିଶ୍ୱର ସବୁଠୁ ବଡ଼ ନିର୍ବାଚନ, Continue Reading
Seo wordpress plugin by www.seowizard.org.