Home Posts tagged pm usha yojana inagurated
Odisha News
ଭୁବନେଶ୍ବର,୩୧/୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। Continue Reading
Seo wordpress plugin by www.seowizard.org.