Home Posts tagged police mao firing at baragarh
Odisha News
ବରଗଡ଼, ୯/୪ : ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି। ଏବେ ମଧ୍ୟ ସେଠାରେ ଜାରି ରହିଛି ଅପରେସନ। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଉଥିବା ଜଣାଯାଇଛି।ଗତକାଲି ବିଳମ୍ବିତ ରାତିରେ ସୁରକ୍ଷାକର୍ମୀମାନେ ଗନ୍ଧମାର୍ଦ୍ଦନ ପାହାଡ଼ରେ ସର୍ଚ୍ଚ ଅପରେସନ ଚଳାଇଥିଲେ। ଏହି ସମୟରେ ହଠାତ୍ ଅପର ପାର୍ଶ୍ୱରୁ ଆଖିବୁଜା ଫାୟାରିଂ ହେବା ଆରମ୍ଭ Continue Reading