Home Posts tagged pramila malik becomes first woman speaker
Odisha News
ଭୁବନେଶ୍ବର,୨୨/୯: ପ୍ରଥମ ମହିଳା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ। ନିର୍ଦ୍ବନ୍ଦ୍ବରେ ସେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପ ବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଥିଲେ।ତାପରେ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିରୋଧୀ ବିଜେପି ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୂତନ Continue Reading
Seo wordpress plugin by www.seowizard.org.