Home Posts tagged prasant jagdev arrest by police
Odisha News
ଖୋର୍ଦ୍ଧା, ୨୬/୫ : ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।ଗତକାଲି ଅପରାହ୍ନରେ Continue Reading
Seo wordpress plugin by www.seowizard.org.