Home Posts tagged prasant jagdev get interim bail for 3 days
Odisha News
ଖୋର୍ଦ୍ଧା,୭/୬: ଖୋର୍ଦ୍ଧାର ବିଜେପି ବିଧ୍ୟାକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି।୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନି ଦିନିଆ ଅନ୍ତରୀଣ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା।ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ଖୋର୍ଦ୍ଧାର Continue Reading
Seo wordpress plugin by www.seowizard.org.