Home Posts tagged prasanta jagadev
Odisha News
ଖୋର୍ଦ୍ଧା, ୨୯/୫ : ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଗଦ୍ଦେବଙ୍କୁ ଏସସିବିର ମେଡିସିନ୍ ୱାର୍ଡରେ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ଜଣାଯାଇଛି। ଜଗଦ୍ଦେବଙ୍କର ରକ୍ତଚାପ ବଢ଼ିଯାଇଥିବା ବେଳେ ସୁଗାର ଲେବୁଲ ଅଧିକା ରହିଛି।ଗତକାଲି ରାତିରେ ଖୋର୍ଦ୍ଧା ଜେଲରେ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଥିଲେ। ଏଥିପାଇଁ Continue Reading
Odisha News
ଭୁବନେଶ୍ୱର, ୨୮/୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାହେଲା ବୋଲି ସେ ପ୍ରଶ୍ନ କରିଛନ୍ତି।ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଯେଉଁ ବୁଥରେ ଇଭିଏମ୍ ଭଙ୍ଗା ହେଇଥିଲା, ସେହି ସ୍ଥାନରେ Continue Reading
Odisha News
ଖୋର୍ଦ୍ଧା,୨୫/୫: ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍ରେ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ।ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥ୍ରେ ପଶି ପ୍ରଶାନ୍ତ ଭଙ୍ଗାରୁଜା କରିଛନ୍ତି। ଭୋଟିଂ ସମୟରେ ଇଭିଏମ୍ ଭାଙ୍ଗିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଖୋଜୁଛି ପୋଲିସ। ଖାଲି ଏତିକି ନୁହେଁ ପ୍ରିଜାଇଡିଂ ଓ Continue Reading
Odisha News
ଭୁବନେଶ୍ୱର,୧୩/୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଶନିବାର ଦିନ ଦେଖାଇଥିବା ଦବଙ୍ଗଗିରିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଗତକାଲି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟକୁ ନିନ୍ଦା କରିଥିଲା ବିଜେଡି । ବାଣପୁରରେ ଗାଡ଼ି ଚଢ଼ାଇବା ଘଟଣା ଉପରେ ପ୍ରତିକ୍ରିୟା ରଖି ଡକ୍ଟର ସସ୍ମିତ ପାତ୍ର କହିଥିଲେ ଯେ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟ ଅତି ବୀଭତ୍ସ ଏବଂ Continue Reading
Seo wordpress plugin by www.seowizard.org.