Home Posts tagged pre budget
Odisha News
ନୂଆଦିଲ୍ଲୀ, ୨୨/୬: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗ ଦେଇଥିଲେ ।ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏହି ବୈଠକରେ Continue Reading
Seo wordpress plugin by www.seowizard.org.