Home Posts tagged president draupadi murmu honored LK Advani with bharat ratan at home
Odisha News
ନୂଆଦିଲ୍ଲୀ,୩୧/୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ଘରକୁ ଯାଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଘରେ ଆଡବାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିଛନ୍ତି।ଗତଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସମ୍ମାନ ପ୍ରଦାନ ସମାରୋହରେ ଆଡଭାନୀ ଯୋଗ ଦେଇପାରି ନ ଥିଲେ। କାରଣ କିଛିଦିନ ହେବ Continue Reading
Seo wordpress plugin by www.seowizard.org.