Home Posts tagged President Droupadi Murmu
Odisha News
ନୂଆଦିଲ୍ଲୀ, ୩୧/୧: ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ବୈଠକକୁ ସମ୍ବୋଧନ କରିଛନ୍ତି। ଚଳିତ ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବଜେଟ୍ ଅଧିବେଶନ ଶେଷ ସଂସଦୀୟ ଅଧିବେଶନ ହେବ।ଫେବ୍ରୁଆରି ୧ (ଗୁରୁବାର) ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବେ। କାର‌୍ୟ୍ୟଭାର ଗ୍ରହଣ କରିବା ପରେ ନୂତନ ସରକାର ସମ୍ପୂର୍ଣ୍ଣ ବଜେଟ୍ ଉପସ୍ଥାପନ Continue Reading
Odisha News
ବାରିପଦା,୨୦/୧୧: ଭାରତର ପ୍ରଥମ ନାଗରିକ ମୟୂରଭଞ୍ଜ ମାଟିର ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ବାରିପଦା ପୁଲିସ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି Continue Reading
Odisha News
କଟକ,୨୬/୭ : ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍ସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ। ସାରା ଦେଶରେ ଆଜି ଏହି ଅନୁଷ୍ଠାନର ପ୍ରସିଦ୍ଧି ରହିଛି। ଆଜି ଏସ୍ସିବି ମେଡିକାଲ କଲେଜ ଏକ ମିନି […]Continue Reading
Odisha News
କଟକ,୨୬/୭ : ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ସାଧାରଣ ଲୋକ ହଇରାଣ ହେଉଛନ୍ତି । ଏଥିପାଇଁ ଅନେକ ଜୀବନ ଜେଲରେ କଟୁଛି । ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତ ମଧ୍ୟ ହତାଶ ହୋଇପଡୁଛି । ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟ ହେବ । ୩ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ହାଇକୋର୍ଟ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ନିଜ ଅଭିଭାଷଣରେ ତ୍ୱରିତ୍ୱ ନ୍ୟାୟ ପ୍ରଦାନ ଉପରେ […]Continue Reading
Odisha News
କଟକ/ଭଦ୍ରକ,୧୩/୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର‌୍ୟ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।ଏନେଇ ଏହି ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। ପ୍ରଥମ ଥର Continue Reading
Top Stories
By  Sudam Patra Bhubaneswa, May 4: Hon’ble President of India on her visit to Mayurbhanj district on May 4 took some time off her busy schedule to inaugurate one Tribal Development Project, one livelihood project on Mushroom cultivation and a Community Centre supported by NABARD at Pahadpur village in the august presence of Hon’ble Governor […]Continue Reading
Seo wordpress plugin by www.seowizard.org.