Home Posts tagged puri.
Odisha News
ପୁରୀ, ୨୯/୪: ଆଜିଠୁ ସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର। ଆଜିଠାରୁ ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ମଧ୍ୟ ଶ୍ରୀମନ୍ଦିରରେ ପ୍ରବେଶର ସୁଯୋଗ ପାଇଛନ୍ତି ସମସ୍ତ ଭକ୍ତ। ସେହିଭଳି ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି।ଆଗାମୀ ୩ ତାରିଖ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶ୍ରୀଜିଉଙ୍କ ଚନ୍ଦନଯାତ୍ରା ଓ ରଥ ନିର୍ମାଣର ଶୁଭାରମ୍ଭ ହେବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ପାଇଁ ଆହୁରି ସହଜ ହୋଇଛି ଦର୍ଶନ ବ୍ୟବସ୍ଥା। Continue Reading
Seo wordpress plugin by www.seowizard.org.