
ଭୁବନେଶ୍ୱର,୧୮/୧୨ : ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।Continue Reading