Home Posts tagged rain at twin city
Odisha News
ଭୁବନେଶ୍ୱର,୧୧/୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। Continue Reading