Home Posts tagged Rain (Page 3)
Odisha News
ଭୁବନେଶ୍ୱର, ୧୬/୦୪: ତାରିରୁ ମିଳିବ ଆଶ୍ୱସ୍ତି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା। ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, Continue Reading
Odisha News
ଭୁବନେଶ୍ୱର,୧୫/୪: ରାଜ୍ୟର ଅଧିକାଂଶ ସ୍ଥାନ ତତଲା କଡ଼େଇରେ ଆଉଟୁପାଉଟୁ ହେଉଛି । ଗୁରୁବାର ସୋନପୁରରେ ଅସମ୍ଭାଳ ତାତି ହୋଇଥିଲା । ଏହା ଦେଶର ସବୁଠୁ ତତଲା ସହର ପାଲଟିଛି । ଏଠାରେ ସର୍ବାଧିକ ୪୪.୨ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି।ରାଜ୍ୟର ୧୭ଟି ସହର ବା ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ତାଲିକାରେ ସୋନପୁର ପଛକୁ ରହିଛି ବଲାଙ୍ଗୀର ।ଏଠାରେ ତାପମାତ୍ରା ୪୨.୮ଡିଗ୍ରୀ ରହିଛି । ବାରିପଦାରେ Continue Reading
Odisha News
ଭୁବନେଶ୍ୱର,୧୪/୪: ଆଗାମୀ ୧୮ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୫ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ Continue Reading
Odisha News
ଭୁବନେଶ୍ୱର,୧୯/୩: ଆସନ୍ତା ୨୧ରୁ ୩ ଦିନ ଧରି ବର୍ଷା ସମ୍ଭାବନା। ୨୧ରୁ ୨୩ ତାରିଖ ଯାଏଁ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୨୧ ତାରିଖରେ ରାୟଗଡ଼ା, ଗଂଜାମ ଏବଂ ଗଜପତି ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।ସେହିପରି ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଂଜରେ ହୋଇପାରେ ବର୍ଷା।୨୩ ତାରିଖରେ ମଧ୍ୟ ଉପକୂଳବର୍ତ୍ତି ଓଡ଼ିଶା ସମେତ ମୟୂରଭଂଜ, Continue Reading
Odisha News
ଭୁବନେଶ୍ୱର ୨୨।୭ : ରାଜ୍ୟରେ ଆସନ୍ତା ଦୁଇଦିନ ବର୍ଷା ବଢ଼ିବ । ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ୨୪ରୁ ବର୍ଷା ପରିମାଣ ପୁଣି କମିବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶାରେ ଚଳିତବର୍ଷ ମୌସୁମୀ ପ୍ରବାହ ଧିମା ରହିଛି । ଜୁଲାଇରେ ବର୍ଷା ବିଶେଷ ଭାବେ ହ୍ରାସ ପାଇଛି । ଜୁନ୍ ପହିଲାରୁ ଏଯାବତ୍ ରାଜ୍ୟରେ ଯେତିକି ବର୍ଷା ହେବା କଥା, ତା’ଠାରୁ ୭% କମ୍ ବର୍ଷା […]Continue Reading
Odisha News
ଭୁବନେଶ୍ବର,୧୨/୭ : ମୌସୁମୀ ବର୍ଷା ଏବେ ରାଜ୍ୟରେ ସ୍ବାଭାବିକ ରହିଥିଲେ ମଧ୍ୟ ବର୍ଷାର ପରିମାଣ କମ୍ ରହିଛି। ମୌସୁମୀ ଟ୍ରାଫ୍ ଏବେ ଉତ୍ତର ଆଡ଼କୁ ଗତ କରୁଛି। ଏହି ସମୟରେ ମୌସୁମୀ ସାଧାରଣତଃ ଦୁର୍ବଳ ରହିଥାଏ। ଆସନ୍ତା କିଛି ଘଣ୍ଟା ପାଇଁ ଉତ୍ତର-ଦକ୍ଷିଣ ଟ୍ରାଫ୍ ଲାଇନ୍ ଓଡ଼ିଶା ଉପରେ ରହିଛି। ଏହି କାରଣରୁ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରାଫ୍ ଧୀରେଧୀରେ ଦକ୍ଷିଣ ଆଡ଼କୁ ଆସିବ। […]Continue Reading
Odisha News
ଭୁବନେଶ୍ୱର ୪।୫: ଶନିବାର ଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, Continue Reading
Seo wordpress plugin by www.seowizard.org.