Home Posts tagged rainy day
Odisha News
ଭୁବନେଶ୍ୱର,୨/୮: ରାଜଧାନୀଠୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତୁହାକୁ ତୁହା ବର୍ଷା ହେଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଆଜି ବି ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, Continue Reading
Seo wordpress plugin by www.seowizard.org.