Home Posts tagged rajeshprabhakar patil will be new bmc commisioner
Odisha News
ଭୁବନେଶ୍ୱର, ୨୪/୨: ବିଏମ୍ସି କମିଶନର ବିଜୟ ଅମୃତ କୁଲାଙ୍ଗେ ଅଚାନକ ଛୁଟିରେ ଯାଇଛନ୍ତି। ତାଙ୍କ ବଦଳରେ ରାଜେଶ ପାଟିଲଙ୍କୁ ବିଏମ୍ସି କମିଶନର ଦାୟିତ୍ୱ ଦିଆଯାଇଛି । ଏକ ମାସ ପାଇଁ ଛୁଟିରେ ଯାଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଜୟ ଅମୃତ କୁଲାଙ୍ଗେ।ଖବର ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତ କୁଲାଙ୍ଗେ ଏକ ମାସର ଛୁଟିରେ ଯିବା ପାଇଁ ଆବେଦନ କରିଥିଲେ। ଯାହାକୁ ରାଜ୍ୟ ସରକାର ମଞ୍ଜୁର କରିଛନ୍ତି । ତାଙ୍କ ବଦଳରେ ଆଉ ଜଣେ […]Continue Reading
Seo wordpress plugin by www.seowizard.org.