Home Posts tagged rajyasabha election
Odisha News
ଭୁବନେଶ୍ବର, ୧୪/୮ : ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର‌୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି।ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ରହିଛି। ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ Continue Reading
Seo wordpress plugin by www.seowizard.org.