Home Posts tagged ram nabami
Odisha News
ଚଣ୍ଡିଗଡ,୧/୪: ଗୁରୁବାର ରାମ ନବମୀ ଶୋଭାଯାତ୍ରା ଅବସରରେ ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଖବର ସାମ୍ନାକୁ ଆସିଥିଲା। ହରିଆଣାରେ ମଧ୍ୟ ରାମ ନବମୀରେ ବ୍ୟାପକ ହିଂସାକାଣ୍ଡ ଦେଖିବାକୁ ମିଳିଥିଲା।ରାଜ୍ୟର ଖାରଖୋଡା ମସ୍ଜିଦରେ ଧାର୍ମିକ ସ୍ଲୋଗାନ ଦେବା ସହ ଗୈରିକ ପତାକା ଲଗାଇବା ଅଭିଯୋଗ ହୋଇଛି। ଯାହା ପରେ ପୋଲିସ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରି ୫ ଜଣଙ୍କୁ ଗିରଫ କରିଛି। ଏହି ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ କିଛି ଲୋକ ଗୈରିକ Continue Reading
Seo wordpress plugin by www.seowizard.org.