Home Posts tagged rape case against police driver
Odisha News
ସୋନପୁର ୧୪/୭: ପୁଣି ଖାକି ବର୍ଦ୍ଦିରେ ଲାଗିଲା ଦାଗ । ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗରେ ଜେଲ୍ ଗଲେ ପୋଲିସ ଡ୍ରାଇଭର । ଏଭଳି ଅଭିଯୋଗରେ ଜେଲ୍ ଯାଇଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ପୋଲିସରେ କାର୍ଯ୍ୟରତ ପିଏମଟି ଡ୍ରାଇଭର ରଞ୍ଜିତ ପ୍ରଧାନ ।ସୂଚନାଯୋଗ୍ୟ ଯେ, ଗୁରୁବାର ଜିଲ୍ଲାର ସୁବଳୟା ଥାନାରେ ଜନୈକ ଯୁବତୀ ରଞ୍ଜିତ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ ।ସୁବର୍ଣ୍ଣପୁର ଜିଲ୍ଲା ରିଜର୍ଭ ପୋଲିସରେ କାର୍ଯ୍ୟରତ ଡ୍ରାଇଭର ରଞ୍ଜିତ ପ୍ରଧାନ ଯୁବତୀଙ୍କୁ ଦୁଷ୍କର୍ମ Continue Reading
Seo wordpress plugin by www.seowizard.org.