Home Posts tagged rastrapati
Odisha News
ରାଇରଙ୍ଗପୁର,୪/୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧିଷ୍ଠିତ ହେବା ପରେ ପ୍ରଥମଥର ପାଇଁ ତିନିଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ଆଜିଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିବା ପରେ ତାଙ୍କୁ ରାଜକୀୟ ସ୍ବାଗତ କରାଯାଇଛି। ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଦ୍ରୌପଦୀ ଯୋଗ ଦେଇଥିବାବେଳେ ରାଇରଙ୍ଗପୁର ପୌରପାଳିକା ପକ୍ଷରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଭାବବିହ୍ୱଳ ହୋଇପଡିଥିଲେ ରାଷ୍ଟ୍ରପତି Continue Reading
Odisha News
ନୂଆଦିଲ୍ଲୀ, ୨୪/୬: ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ମଧ୍ୟାହ୍ନରେ ପ୍ରାର୍ଥିପତ୍ର ଦାଖଲ କରିବେ।ଏହି ସମୟରେ ଓଡ଼ିଶା ବିଜେପିର ସମସ୍ତ ବିଧାୟକ ଓ ବିଜେଡି ପକ୍ଷରୁ ପ୍ରସ୍ତାବ ସାଜିଥିବା ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ଉପସ୍ଥିତ ରହିବେ।ଏହାବାଦ ବିଜେପି ଓ ଏହାର ସହଯୋଗୀ ଦଳର ଅନେକ ନେତା ମଧ୍ୟ ଶ୍ରୀମତୀ ମୁର୍ମୁଙ୍କ ନାମାଙ୍କନ ବେଳେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।ତେବେ ନାମାଙ୍କନ ଦାଖଲ କରିବା Continue Reading
Odisha News
ନୂଆଦିଲ୍ଲୀ,୯/୮: ଆସନ୍ତା ଜୁଲାଇ ୧୮ ତାରିଖରେ ହେବ ରାଷ୍ଟ୍ରପତି ନିର୍ବାଚନ। ଆଜି ମୁଖ୍ୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଆସନ୍ତା ଜୁଲାଇ ୨୪ରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ। ଜୁଲାଇ ୨୫ରେ ନବନିର୍ବାଚିତ ରାଷ୍ଟ୍ରପତି ଶପଥ ନେବେ।ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ ୨୯ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥି। ଜୁନ ୩୦ରେ ନାମାଙ୍କନ ଯାଞ୍ଚ ହେବ। ଜୁଲାଇ ୨ ପର୍ଯ୍ୟନ୍ତ Continue Reading
Seo wordpress plugin by www.seowizard.org.