Home Posts tagged rastrapati draupadi murmu
Odisha News
କଟକ,୨୭/୭: କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ ସେ। ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥିବାବେଳେ ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ମନ୍ଦିର ନିକଟରେ ହୁଳୁହୁଳିରେ କମ୍ପିଉଠିଲା ପରିବେଶ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମଧ୍ୟ ମାଙ୍କର ଦର୍ଶନ କରିଛନ୍ତି।ଆଜି ମା ସୁନାବେଶରେ ଦର୍ଶନ ଦେଇଛନ୍ତି। ମନ୍ଦିରର ମୁଖ୍ୟ ପୂଜକ Continue Reading
Odisha News
ବାରିପଦା,୬/୫ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ସବୁ ଲାଇଟ୍ କଟି ଯିବା ଘଟଣାରେ ଜଣେ ନିଲମ୍ବିତ। ସେ ହେଲେ ବିଶ୍ୱବିଦ୍ୟାଳୟର ବିଦ୍ୟୁତ୍ କର୍ମଚାରୀ ଜୟନ୍ତ ତ୍ରିପାଠୀ। ସେପଟେ ଏହି ଘଟଣାକୁ ନେଇ କ୍ଷମା ମାଗିଛନ୍ତି କୁଳପତି। ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି ବୋଲି ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ Continue Reading
Odisha News
ରାଇରଙ୍ଗପୁର,୪/୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧିଷ୍ଠିତ ହେବା ପରେ ପ୍ରଥମଥର ପାଇଁ ତିନିଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ଆଜିଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିବା ପରେ ତାଙ୍କୁ ରାଜକୀୟ ସ୍ବାଗତ କରାଯାଇଛି। ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଦ୍ରୌପଦୀ ଯୋଗ ଦେଇଥିବାବେଳେ ରାଇରଙ୍ଗପୁର ପୌରପାଳିକା ପକ୍ଷରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଭାବବିହ୍ୱଳ ହୋଇପଡିଥିଲେ ରାଷ୍ଟ୍ରପତି Continue Reading
Odisha News
ନୂଆଦିଲ୍ଲୀ, ୮/୩: ଆଜି ଦେଶରେ ରଙ୍ଗ ମହୋତ୍ସବ ହୋଲି ପାଳନ ଚାଲିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ହୋଲିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହର୍ଷୋଲ୍ଲାସର ପର୍ବ ବୋଲି ଦର୍ଶାଇ କହିଛନ୍ତି ଯେ, ଏହା ଆମ ବିବିଧତା ସମାଜର ଜୀବନ୍ତ ରଙ୍ଗ ଓ ସୌହାର୍ଦ୍ଦ୍ୟର ପ୍ରତୀକ।ଟୁଇଟ୍ କରି ସେ ଲେଖିଛନ୍ତି, ଦେଶବାସୀଙ୍କୁ ହର୍ଷୋଲ୍ଲାସର ପର୍ବ ହୋଲି ଅବସରରେ Continue Reading
Odisha News
କଟକ,୧୧/୨: ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ Continue Reading
Odisha News
ଭୁବନେଶ୍ବର,୧୧/୨: ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସାରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାହାରିଛନ୍ତି। ସେ ସକାଳ ୯ଟା ୮ ମିନିଟ ସମୟରେ ରାଜଭବନରୁ ବାହାରି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ। ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି। ବିନ୍ଦୁସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ସିଦ୍ଧି ବିନାୟକ ମନ୍ଦିରରେ ପ୍ରଥମେ ପୂଜାର୍ଚ୍ଚନା କରିଥିଲେ।ତାପରେ Continue Reading
Seo wordpress plugin by www.seowizard.org.