Home Posts tagged Ratha yatra
Odisha News
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏହି ଅଘଟଣ ଘଟିଛି। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ।ସେ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୭ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।ଏହି ଅବସରରେ ଶୁକ୍ରବାର ପୂର୍ବାହ୍ନରେ ତିନି ଠାକୁରଙ୍କ ତିନି ରଥ ଯଥା ତାଳଧ୍ଵଜ , ଦର୍ପଦଳନ, ଓ ନନ୍ଦିଘୋଷ ରଥ ପ୍ରତିଷ୍ଠା ଓ ସଂସ୍କାର କାର୍ଯ୍ୟ ସମ୍ପନ୍ନ ହେବା ପରେ ଶ୍ରୀ ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତରା ଅବସରରେ Continue Reading
Odisha News
ଭୁବନେଶ୍ବର,୨୮/୬: ରଥଯାତ୍ରା ସମୟରେ ଭକ୍ତଙ୍କ ଗମନାଗମନ ସୁବିଧା ପାଇଁ ରଥଯାତ୍ରା ସମୟରେ ପୁରୀକୁ ଓ ପୁରୀଠାରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ରେଳ ମନ୍ତ୍ରଣାଳୟ ଯୋଜନା ପ୍ରସ୍ତୁତ କରିଛି। ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ଏବର୍ଷ ବହୁ ତୀର୍ଥଯାତ୍ରୀ ଏକାଠି ହେବା ନେଇ ଆକଳନ କରାଯାଇଛି। ଶ୍ରୀଗୁଣ୍ଡିଚା, ବାହୁଡ଼ା ଯାତ୍ରା ଓ ସୁନାବେଶରେ ବହୁ ତୀର୍ଥଯାତ୍ରୀ ଆସିବାକୁ ଥିବାରୁ ଓଡ଼ିଶା ସମେତ ବାହାର ରାଜ୍ୟରୁ ସ୍ବତନ୍ତ୍ର ଟ୍ରେନ୍ Continue Reading
Seo wordpress plugin by www.seowizard.org.