
ପୁରୀ, ୨୩/୮ : ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଛି। ସ୍ଥାନାନ୍ତରଣ ହେଉଛି ଖାଲି ସିନ୍ଦୁକ ଓ ଆଲମିରା। ଏଣୁ ଶୁକ୍ରବାର ଅପରାହ୍ଣ ଗୋଟାଏରୁ ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ଶେଷ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ତେବେ Continue Reading