
ମୁମ୍ବାଇ/ ଭୁବନେଶ୍ୱର: ତୈଳ ଓ ଟେଲିକମ୍ ବ୍ୟବସାୟରୁ ଉତ୍ସାହଜନକ ଆୟ ହୋଇଥିବାରୁ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍)ର ନିଟ୍ ଲାଭରେ ୪୦.୮% ବୃଦ୍ଧି ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷର ଏପ୍ରିଲ୍-ଜୁନ୍ ତ୍ରୈମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ନିଟ୍ ଲାଭ ପୂର୍ବ ଆର୍ଥିକ ବର୍ଷର ଏହି ତ୍ରୈମାସିକ ତୁଳନାରେ ବୃଦ୍ଧି ପାଇ ୧୯,୪୪୩ କୋଟି ଟଙ୍କା ହୋଇଛି । ସେହିପରି, ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ Continue Reading