Home Posts tagged RENOWNED CARTOONIST AJIT NINAN PASSES AWAY
Odisha News
କର୍ଣ୍ଣାଟକ,୮/୯ : ପ୍ରସିଦ୍ଧ କାର୍ଟୁନିଷ୍ଟ ଅଜିତ ନିନାନଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା।କର୍ଣ୍ଣାଟକାର ମହୀଶୂର ସ୍ଥିତ ତାଙ୍କ ଆପାର୍ଟମେଣ୍ଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ଦୁଇ ବର୍ଷ ହେଲା ମହୀଶୂରରେ ରହୁଥିବା ଅଜିତ ନିନାନ ମୃତ୍ୟୁ ବେଳକୁ ଘରେ ଏକୁଟିଆ ଥିଲେ। ତାଙ୍କ ସ୍ତ୍ରୀଙ୍କ ଦେହ ଭଲ ରହୁ ନଥିବାରୁ ସେ ଗୋଆରେ ରହୁଥିବା ତାଙ୍କ ଝିଅ ଘରକୁ Continue Reading
Seo wordpress plugin by www.seowizard.org.