Home Posts tagged reports by ganesh kumar raju (Page 2)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୧: ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକ ଅନ୍ତର୍ଗତ ବାମନିପଡା ଗ୍ରାମସ୍ଥିତ କୋଠାଗୃହ ଠାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା ମାନଙ୍କୁ ତଥା ଚାଷୀ ମାନଙ୍କୁ ଖରୁରୀଗୁଡ ପ୍ରକ୍ରିୟାକରଣ , ନେତୃତ୍ଵର ବିକାଶ , ଆର୍ଥିକ ସ୍ଥାୟୀର ପରିବର୍ତ୍ତନ୍ , ଆର୍ଥିକ ସାକ୍ଷରତା ଓ ବଜାର ବ୍ୟବସ୍ତା ସମ୍ପର୍କିତ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ।ଏହି ତାଲିମ ଶିବିରର ଉଦଘାଟନ କାର୍ଯ୍ୟକ୍ରମରେ ଆର:କେ:ଏସ:ଏସ. Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ କନିଷ୍ଠ ବିଜ୍ଞାନ ମହାବିଦ୍ୟାଳୟ ଓ ନେହେରୁ ଯୁବ କେନ୍ଦ୍ର ମିଳିତ ପକ୍ଷରୁ ଆଜି ଜାତୀୟ ଯୁବ ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ସଡ଼କ ସୁରକ୍ଷା ଉପରେ ମହାବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ପ୍ଲାକାର୍ଡ ଧରି ସ୍ଲୋଗାନ ଦେଇ ପରିକ୍ରମା କରିଥିଲା ।ପରେ ରାଣୀପେଣ୍ଠ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ର ଗଙ୍ଗାବାଡ ଗ୍ରାମ ଠାରେ ଓଡିଶା ସରକାରଙ୍କ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହାୟତାରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ମହେନ୍ଦ୍ର ବାନାଞ୍ଚଳ ପକ୍ଷରୁ \” ଜଙ୍ଗଲ ନିଆଁ ନିରାକରଣ ସମ୍ପର୍କିତ ଏକ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।।ଏହି ଅବସରରେ ଆୟୋଜିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ମହେନ୍ଦ୍ର ବନାଞ୍ଚଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୨/୧: ଗଜପତି ଜିଲ୍ଲା କାଶୀନଗର ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ବ୍ଲକସ୍ତରୀୟ ଫାଇଲେରିଆ(ବାତଜ୍ୱର) ରୋଗର ପରିଚାଳନା ଏବଂ ଶାରିରୀକ ଅସାମର୍ଥ୍ୟର ନିରାକରଣ ସମ୍ପର୍କିତ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ସଚେତନତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୀମତୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧ : ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ ଆଜି ଗଜପତି ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମାନଙ୍କ ସହିତ ମତ ବିବିନିମୟ ତଥା ବାର୍ତ୍ତାଳାପ କରିଥିଲେ ।ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ ପ୍ରଥମେ ଗୋଷାଣି ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ସେଠାରେ ଜିଲ୍ଲା ପ୍ରଶାସନ ତରଫରୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୧: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ପଞ୍ଚାୟତ ପ୍ରଶିକ୍ଷଣ କେନ୍ଦ୍ର ଠାରେ ସ୍ଵାତୀ ଅନୁଷ୍ଠାନ ପକ୍ଷରୁ ଓ ୟୁଏସ: କନସୁଲେଟ୍ ଜେନେରାଲ ହାଇଦ୍ରାବାଦ ସହାୟତାରେ ମହିଳା ମାନଙ୍କ ନିମନ୍ତେ ଆଇନ ସଚେତନତା ସମ୍ପର୍କିତ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମର ଉଦଘାଟନୀ ସଭାରେ ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ସଶକ୍ତିକରଣ ବିଭାଗ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୧: ଗଜପତି ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ଆଜି ମୋହନା ବ୍ଲକର ଲାବରସିଂ ଏବଂ ଚନ୍ଦ୍ରଗିରି ପଞ୍ଚାୟତରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରା ସଚେତନତା ରଥ ପ୍ରଥମେ ଲାବରସିଂ ପଞ୍ଚାୟତରେ ପହଞ୍ଚିବା ପରେ ସେଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ , ପଞ୍ଚାୟତ ଜନପ୍ରତିନିଧି ଙ୍କ ସମେତ ବିଭିନ୍ନ ସ୍ତରର ଶତାଧିକ ସଂଖ୍ୟାରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ-ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨ ୯/୧୨: ଦକ୍ଷତା ଓ ସଶକ୍ତିକରଣ କ୍ଷେତ୍ରରେ ମହିଳା ଓ କିଶୋରୀ ମାନଙ୍କ ଅଭିବୃଦ୍ଧି କରାଯିବା ନିମନ୍ତେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ପକ୍ଷରୁ ୨୬ ଓ ୨୭ ତାରିଖ ଦୁଇଦିନ ଧରି ଦେଶାଇ ଫୌଣ୍ଡେସନ ସହାୟତାରେ ଏକ ପ୍ରଶିକ୍ଷଣ ଶିବିର ଗଜପତି ଜିଲ୍ଲାର ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ମାର୍ଲବା ଓ ମଣ୍ଡଳସାହି ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ପ୍ରଶିକ୍ଷଣ ଭାବେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଆଇପିଓ: ଶ୍ରୀ Continue Reading