Home Posts tagged reports by kambhudhara kheti (Page 2)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୨: ବୌଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଙ୍ଗଣରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେଉଥିବା ମହୋତ୍ସବର କର୍ମକର୍ତ୍ତାଙ୍କ ଏକ ବୈଠକ ଗଡଜାତ ମହୋତ୍ସବ କମିଟି ସଭାପତି ବିଶ୍ୱଜିତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଭିନ୍ନ ସମୟରେ ହେଉଥିବା ଲୋକ ମହୋତ୍ସବରେ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ସହଯୋଗ ରହୁନଥିବାକୁ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା ।ଜିଲ୍ଲା ପ୍ରଶାସନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୨): ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ହରଭଙ୍ଗା ଵ୍ଳକ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନ ରେ ମିଶନ ଶକ୍ତି ଵିଭାଗର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍ସିପାତ୍ର ଙ୍କ ଗସ୍ତ ଦିବସରେ ମିଶନ ଶକ୍ତି କାର୍ଯ୍ୟକ୍ରମର ଅନୁଶୀଳନ ନିମନ୍ତେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ମିଶନ ଶକ୍ତି ଓ ବିଭିନ୍ନ ବିଭାଗର ସହଭାଗିତା ରେ ମହିଳା ଗୋଷ୍ଠୀ ମାନଙ୍କ ଦ୍ଵାରା କରାଯାଉଥିବା ବିଭିନ୍ନ ଜୀବିକା ସମ୍ବନ୍ଧୀୟ କାର୍ଯ୍ୟକ୍ରମର ଅନୁଶୀଳନ କରାଯିବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୨: ଶ୍ରୀକ୍ଷେତ୍ର ପୁରୀ ତଥା ଶ୍ରୀମନ୍ଦିର ସମଗ୍ର ହିନ୍ଦୁ ମାନଙ୍କ ପାଇଁ ଅତ୍ୟନ୍ତ ପବିତ୍ର ତଥା ପ୍ରମୁଖ ତୀର୍ଥସ୍ଥଳୀ । ଏହାର ପବିତ୍ରତା ତଥା ପରମ୍ପରାକୁ ନଷ୍ଟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ରାଜ୍ୟ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଆଜି ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଦାବି କରାଯାଇଛି । ଅଭିଯାନର ଜିଲ୍ଲା ସଂଯୋଜକ ରଘୁନାଥ ଷଡଙ୍ଗୀଙ୍କ ସଂଯୋଜନାରେ ଏହି ଦାବିକୁ ନେଇ ଏକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୨: ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟଙ୍କ ଜନ୍ମ ଜୟନ୍ତି ପାଳନ ଅବସରରେ ସୁଶାସନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ୱର୍ଗତ ବାଜପେୟଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା ।ସଭାପତି ଶ୍ରୀ ମହାନ୍ତି ତାଙ୍କ ବକ୍ତବ୍ୟରେ କହିଥିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୧୨: ବୌଦ୍ଧ ଜଗନ୍ନାଥ ମନ୍ଦିର ପରିସରରେ ଗୌରୀ ଗୋପାଳ ସେବାଶ୍ରମ ଟ୍ରଷ୍ଟ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ମିଳିତ ଆନୂକୁଲ୍ୟରେ ୫ଦିନ ଧରି ହେବାକୁ ଥିବା ଶ୍ରୀ ଜଗନ୍ନାଥ ଲୀଳା ମହୋତ୍ସବ ଆଜି ଆରମ୍ଭ ହୋଇଯାଇଛି ।ଏହି ମହୋତ୍ସବରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଦୁଲ୍ଲଭ ୩୨ ବେଶ ଭିନ୍ନ ଭିନ୍ନ ଷ୍ଟଲରେ ପ୍ରଦର୍ଶନ ହେଉଥିବାବେଳେ ମନ୍ଦିର ଯଜ୍ଞ ମଣ୍ଡପରେ ପୁରୀ ମୁକ୍ତି ମଣ୍ଡପ ପଣ୍ଡିତଙ୍କ ଦ୍ୱାରା ପଞ୍ଚ ଦିବସୀୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧୨: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକର ବୀରନରସିଂହପୁର ଠାରେ ସାତ ଦିନ ଧରି ଚାଲିଥିବା ଗଡଜାତ ଲୋକ ମହୋତ୍ସବ ଓ ପଲ୍ଳିଶ୍ରୀ ମେଳା ଗୁରୁବାର ଦିନ ଉଦଯାପିତ ହୋଇଛି । ଉଦଯାପନୀ ଉତ୍ସବରେ କମିଟିର ଅଧ୍ୟକ୍ଷ ତଥା ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ମୁଖ୍ୟ ଅତିଥି ଭାବରେ ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ତଥା ସୂଚନା ଲୋକ ଓ ସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୨: ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠଳରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଭାରପ୍ରାପ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୧୨ : ଟାଉନ ହଳ, ବୌଦ୍ଧ ରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧ ର ମିଳିତ ଆନୁକୂଲ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ , ଜଙ୍ଗଲ ଓ ପରିବେଶ , ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ ।ସମ୍ମାନିତ ଅତିଥି ଭାବେ ଜ଼ିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୧୨: ଓଡିଶା ମିଳିତ ବିଦ୍ୟାଳୟ ପାଚକ- ସହାୟିକା ସଂଘ ପକ୍ଷରୁ ୧୦ ଦାଫା ଦାବି ନେଇ ଆଜି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।ଦାବିପତ୍ରରେ ମଧ୍ୟାହ୍ନ ଭୋଜନ ପାଚିକା- ସହାୟିକାମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ,ମାସକୁ ସର୍ବନିମ୍ନ ୨୬ ହଜାର ଟଙ୍କା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୧୨: ଜିଲ୍ଲାର ହରଭଙ୍ଗାବ୍ଲକ ସ୍ଥିତ ବିରନରସିଠହପୁର ହାଇସ୍କୁଲ ପଡିଆ ଠାରେ ସପ୍ତମ ଗଡଜାତ ଲୋକ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଗଡଜାତ ଲୋକ ମହୋତ୍ସବ କମିଟି ପକ୍ଷରୁ ଆୟୋଜିତ ଏହି ମହୋତ୍ସବରେ ମୁଖ୍ୟ ଅତିଥିଭାବେ ବୌଦ୍ଧ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇ ଉଦଘାଟନ କରିଥିଲେ । ବୌଦ୍ଧ ଗଡଜାତର କଳା ସଂସ୍କୃତି ପରମ୍ପରାକୁ ବିଶ୍ୱ ଦରବାରରେ ପହଂଚାଇ ଏକ ସ୍ୱତନ୍ତ୍ର ପରିଚୟ ଏହି ମହୋତ୍ସବ ସୃଷ୍ଟି କରିପାରିଛି ବୋଲି Continue Reading
Seo wordpress plugin by www.seowizard.org.