Home Posts tagged reports by sanjaya kumar panigrahi (Page 17)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ରଢା ସେବାଶ୍ରମର କୋଭିଡ ହଷ୍ଟେଲରେ ନିୟୋଜିତ ପାଚିକାଙ୍କୁ ଅସଦାଚରଣ ଅଭିଯୋଗରେ କୋଟଗଡ ଦେୱାନୀ ଓ ଫୌଜଦାରି ଅଦାଲତ କୋର୍ଟରେ ବିଚାରଣ କରି କୋଟଗଡ ଦେୱାନୀ ଓ ଫୌଜଦାରୀ ଅଦାଲତର ପ୍ରଥମ ବିଚାର ବିଭାଗୀୟ ବିଚାରପତି ଅନୁରାଗ ଦେହୁରୀ ଉକ୍ତ କେଶର ଫଇସଲା କରି ଅଭିଯୁକ୍ତ କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୨୦୦ ଟଙ୍କାର ଜୋରିମାନା ଏବଂ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୪: କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା’ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ଚଳିତ ମାସ ୨୩ ତାରିଖ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇଯାଇଛି । ଏହି ଯାତ୍ରା ୨୧ ଦିନ ଧରି ଆୟୋଜନ ହୋଇ ଆସନ୍ତା ମେ ୧୩ ତାରିଖ ଦିନ ଉଦଯାପିତ ହୋଇ ମା’ ନିଜ ମନ୍ଦିରକୁ ପ୍ରତ୍ୟାର୍ବତନ କରିବେ ।ଏହିଯାତ୍ରାକୁ ମା’ ପାଟଖଣ୍ଡା ଦୁର୍ଗା ପୁଜା ସମିତି ଆନୁକୁଲ୍ୟରେ ଆୟୋଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପେ।ର୍ଟବାଲିଗୁଡା,୨୧/୪: ବର୍ତ୍ତମାନ ସମୟରେ ବୈଷୟିକ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଶା ନଲେଜ କର୍ପୋରେସନ ଲିମିଟେଡ଼ (ଓକେସିଏଲ) ଓଡିଶାର ପ୍ରତ୍ୟେକ ଜିଲ୍ଳାରେ ବୈଷୟିକ ଶିକ୍ଷା ସଚେତନ ରଥ ଭ୍ରମଣ କରୁଛି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ଓକେସିଏଲ ଅଧିନସ୍ଥ ୟୁଆଇସିଟି କମ୍ପୁଟର ସେଣ୍ଟର ଠାରୁ ଏହି ରଥକୁ ବାଲିଗୁଡା ସେଣ୍ଟର ପରିଚାଳକ ବିଦେଶୀ ମହାରଣା ଆନୁଷ୍ଠାନିକ ଭାବେ ଉଦଘାଟନ କରିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବା ରେ ଲାଗିଛି, ପ୍ରତିଦିନ ର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି ।ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ ଓ କୂପରେ ଜଳସ୍ତର କମିବାରେ ଲାଗିଛି ।ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧା ରେ ସମ୍ମୁଖୀନ ହେଉଛନ୍ତି କ୍ଷ ଏଭଳି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ ।ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ […]Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୪: କନ୍ଧମାଳ ଜିଲ୍ଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁର ହେଇଥିବା ଆଠଟି ଏକଲବ୍ୟ ଆବାସିକ ବିଦ୍ୟାଳୟ ଖୁବ୍ ଶିଘ୍ର ଭିତ୍ତପ୍ରସ୍ତର ଦେବା ପାଇଁ କେନ୍ଦ୍ର ଅନୁସୂଚୀତ ଜନଜାତି ମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁ ଙ୍କ ନିକଟରେ ଦାବୀ କରିଛନ୍ତି ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ।ଜିଲ୍ଲାରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କୁ ସର୍ବଭାରତୀୟ ସ୍ତରରେ ସମକକ୍ଷ ହେବା ନେଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୧୪/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ୍ ର ବିଭିନ୍ନ ଗ୍ରାମରେ ୧୩ ଓ ୧୪ ଦିନ ଧରି ଆୟୋଜିତ ହୋଇଥିବା ଭକ୍ତି ଏବଂ ବିଶ୍ୱାସର ଗଣପର୍ବ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି ।ଏହି ବ୍ଳକ୍ ର ବିଭିନ୍ନ ଗ୍ରାମରେ ୧୩ ଦିନିଆ ଦଣ୍ଡ ଯାତ୍ରା ମାସନ୍ତ ମେରୁରେ ଏବଂ ୧୪ ଦିନିଆ ସଂକ୍ରାନ୍ତି ମେରୁରେ ଉଦଯାପିତ ହୋଇ ମା\’ କାଳୀ ନିଜନିଜ ମନ୍ଦିରକୁ ଫେରିଥିବା ବେଳେ ମାନସିକ ଧାରୀ ଦଣ୍ଡଭୂକ୍ତାମାନେ ନିଜ ନିଜ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୨/୪: ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କମ୍ ଉପସ୍ଥାପନ ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ଅନେକ ସ୍କୁଲ ଉଚ୍ଛେଦ ହୋଇଛି । ଏହାକୁ ନେଇ ପୂର୍ବରୁ ଅନେକ ବିବାଦ ମଧ୍ୟ ହୋଇଛି । ବର୍ତ୍ତମାନ ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଏକ ଘଟଣା ।ଶିକ୍ଷା ବିଭାଗ ପକ୍ଷରୁ ବନ୍ଦ କରାଯାଇଥିବା ମିଡ଼ିଆକିଆ ଗ୍ରାମ ପଞ୍ଚାୟତର ସେନାପଡ଼ି ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୪: ସମଗ୍ର କନ୍ଧମାଳ ଜିଲ୍ଲାରେ ୧୩ ଦିନିଆଁ ଦଣ୍ଡ ନାଚ ଏପ୍ରିଲ ୧ ତାରିଖ ଠାରୁ ଆରମ୍ଭ ହୋଇଯାଇଛି । ଏ ନେଇ ସମଗ୍ର ସହର ଠାରୁ ଆରମ୍ଭ କରି ପୁରପଲ୍ଲୀରେ ବର୍ତ୍ତମାନ ଦଣ୍ଡନାଚ ଚାଲୁ ଥିବାରୁ ଢୋଲ ଓ ମହୁରୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠୁ ଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡାରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ” ପାଳିତ ହୋଇଯାଇଛି। ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ଶିକ୍ଷକ ଚିନ୍ତମଣି Continue Reading