Home Posts tagged reports by sanjaya kumar panigrahi (Page 21)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୁଇନ୍ଦା ନିର୍ଦେଶକ ସଂଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆରପିଏଫ କ୍ୟାମ୍ପ ପରିଦର୍ଶନ କରି ଫେରିଛନ୍ତି ।ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆରପିଏଫ ଏସ.କେ ମହାନ୍ତି, ସିଆରପିଏଫର ୧୨୭ ବାଟାଲିୟନ କମାଡେଣ୍ଟ ଆନନ୍ଦ ଝା, ସିଆରପିଏଫ ଡ଼ିଆଇଜି, କନ୍ଧମାଳ ଏସ.ପି ଶୁଭେନ୍ଦୁ ପାତ୍ର ପ୍ରମୁଖ ଗୁରୁବାର ଅପରାହ୍ନରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୨: କନ୍ଧମାଳ ଜିଲ୍ଲାରେ ଶିକ୍ଷା ବ୍ୟବସ୍ଥା ଦିଗହରା ହୋଇଥିବା ବେଳେ ସୋମବାର ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ମନ୍ତ୍ରୀ ଦିନିକିଆ ଜିଲ୍ଲା ଗ୍ରସ୍ତ ରେ ଆସି ଶିକ୍ଷା ସମ୍ପର୍କ ରେ ସମୀକ୍ଷା କରିଛନ୍ତି ।ଜିଲ୍ଲା ର ସମସ୍ତ ବ୍ଲକ ଶିକ୍ଷାଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଶିକ୍ଷା ର ମାନ ବୃଦ୍ଧି ଉପରେ ଆଲୋଚନା କରିଥିବା ବେଳେ କିଛି ସ୍କୁଲ କୁ ଯାଇ ସୋମବାର ଠାରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳ ରେ ଗତ କିଛି ଦିନ ହେଲା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ବନ୍ଦ ରହିଥିବା ବେଳେ ପୁଣି ଥରେ ବାଲିଗୁଡା ଥାନା ତରଫରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି।ସୂଚନା ଅନୁସାରେ ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ବେଆଇନ୍ ଭାବରେ ଲାଗିଥିବା ଗଞ୍ଜେଇ ଗଛ ପ୍ରାୟ ୫୦ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୭/୨: କେନ୍ଦ୍ର ସରକାର ବିରୋଧରେ ବିଜେଡ଼ିର ରଣ ହୁଙ୍କାର। ଧାନ କିଣିବା ବାବଦରେ ୨୦ହଜାର କୋଟି ଟଙ୍କା କାଟି ଏବଂ ରାଜ୍ୟରୁ ଚାଉଳ ଉଠାଇବାରେ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ପ୍ରତିବାଦରେ ବିଜେଡ଼ି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି ।ଏ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମଧ୍ୟ ବ୍ଲକ୍ ବିଜେଡି ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ଗୁରୁବାର ବିଜେଡ଼ି ପକ୍ଷରୁ ବ୍ଲକ୍ କାର‌୍ୟ୍ୟାଳୟ ସମ୍ମୁଖରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୧୫/୨: ନୟାଗଡ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଇଟାମାଟି ଶିକ୍ଷା ବୈଷୟିକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ହକାଥାନ ଓ ସହାୟକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମର ପ୍ରଥମାର୍ଦ୍ଧରେ ପ୍ରଦୀପପ୍ରଜ୍ବଳନ ଓ ବେଦମନ୍ତ୍ର ଧ୍ୟାନ ସହ ଜିଲ୍ଲା ଶିକ୍ଷା ଅଧିକାରୀ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପର୍ଯ୍ୟବେକ୍ଷକ, ଉପସ୍ଥିତ ଥିବା ଜିଲ୍ଲା ର ୨୯ଗୋଟି ଉଚ୍ଚ ମାଧ୍ୟମିକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ “ଶିକ୍ଷା ନିକେତନ” ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି।ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ଓ୍ଵାମା ଶହୀଦ ଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୧୫/୨:ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖା ତରଫରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି ।ଏହି ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ବିଭୁତି ଭୂଷଣ ଆଚାର୍ଯ୍ୟ,ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ବଂଶୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ମାତୃପିତୃ ପୂଜନର ମହତ୍ୱ ବିଷୟରେ ଅଭିଭାଷଣ ରଖିଥିଲେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୩/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଏକ ଡକାୟତି ଘଟଣାର ଚାରିଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍ ଅଜୟ ଦିଗାଳକୁ ଗିରଫ କରି ପର୍ଦ୍ଧାଫାଶ କଲା ପୋଲିସ୍ । ଅଜୟ ନିକଟରୁ ଗୋଟିଏ କାର୍, ଦୁଇଟି ମୋବାଇଲ ଓ ନଗଦ ତିନି ହଜାର ଟଙ୍କା ଜବତ କରିଛି ପୋଲିସ୍ ।ଘଟଣା ପ୍ରକାରେ ଚଳିତ ମାସ ୮ ତାରିଖ ସନ୍ଧ୍ୟା ୭ ଟା ସମୟରେ ଜାତୀୟ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୮/୨: ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ ।ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ ପାଟ୍ରୋଲିଂ କରୁଥିବା ସମୟରେ ଲଣ୍ଡାଗାଁ ପଞ୍ଚାୟତର ଘୋଡାବାଲି ଗାଁ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ହେଉଥିବାବେଳେ ୬୨ କେଜି ୨୫୦ ଗ୍ରାମ ଗଞ୍ଜେଇ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ଅନ୍ତର୍ଗତ ଡାମିକିଆ କ୍ଳଷ୍ଟରରେ କାର୍ଯ୍ୟରତ ଶିକ୍ଷା ବିଭାଗର ସି.ଆର.ସି.ସି ବନବିହାରି ଦିଗାଲ ଭୂବନେଶ୍ବର ସ୍ଥିତ ଆଇ.ଜି.କେ.ସି ମେଡିକାଲରେ ଚିକିତ୍ସାଧିନ ଥିବାବେଳେ ଶନିବାର ମୃତ୍ୟୁ ବରଣ କରିଛନ୍ତି। ସେ ସିକ୍ଲିନ, ଡାଇବେଟିସ ଓ ଜଣ୍ଡିସ ରୋଗରେ ପୀଡିତ ଥିବାରୁ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ପ୍ରଥମେ ବାଲିଗୁଡା ଓ ପରେ ଫୁଲବାଣୀ, ବ୍ରହ୍ମପୁର ଓ ଭୂବନେଶ୍ବର Continue Reading