Home Posts tagged reports by sanjaya kumar panigrahi (Page 22)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩/୨: କନ୍ଧମାଳ ଜିଲ୍ଲାର ପୁରୁଖା ସାମ୍ବାଦିକ ରବୀନ୍ଦ୍ର କୁମାର ଦାସ(ରବି ଭାଇ) ଙ୍କୁ ଚଳିତବର୍ଷର ମର୍ଯ୍ୟାଦା ପୂର୍ଣ୍ଣ “ସାମ୍ବାଦିକ ଗୌରବ ସମ୍ମାନ” ପାଇବାକୁ ମନୋନୀତ ହୋଇଛନ୍ତି।କନ୍ଧମାଳ ଭଳି ପଛୁଆ ଜିଲ୍ଲାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜନଜୀବନ ଆଧାରିତ ବହୁ ଖବର ସଂଗ୍ରହ ତଥା ପରିବେଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର‌୍ୟ୍ୟ ପାଇଁ ସାମ୍ବାଦିକ କଲ୍ୟାଣ ପାଣ୍ଠି ପକ୍ଷରୁ ତାଙ୍କୁ ଏହି ପୁରସ୍କାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୨: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ହାଟପଦା ପ୍ରାଙ୍ଗଣରେ ପାରମ୍ପରିକ ଲୋକକଳାକାର ସାଂସ୍କୃତିକ ସଂଘ, ଓ ନାରୀସୁରକ୍ଷା ମହିଳା ମହାସଂଘ ର ଆବାହକ କ୍ରିଷ୍ଣା ଚନ୍ଦ୍ର ଦିଗାଲ (ବୁଲୁ)ଙ୍କ ଆହ୍ୱାନ କ୍ରମେ ବ୍ଲକର ବିଭିନ୍ନ ବିଭାଗ ଅନୁଷ୍ଠାନ ର ପରିଚାଳନା କମିଟି ର ମୁଖ୍ୟ ସଭାପତି, ସଭନେତ୍ରୀ, ସମ୍ପାଦିକା, ସମ୍ପାଦକ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।ଉକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରୁତୁଙ୍ଗିଆ ପଞ୍ଚାୟତର ସେଣ୍ଟ ଜାଭିଅର୍ ସ୍କୁଲରେ ଅଘଟଣ। ଉକ୍ତ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିବା ୭ମଶ୍ରେଣୀର ତିନି ଜଣ ଛାତ୍ର ବୁଧବାର ଦିନ ର ମଧ୍ୟାହ୍ନ ଏକ ଛୁଟିବେଳେ କେଉଁଠି ଥିବା ଏକ ବିସ୍ପୋରକ ଧରି ଥିବାବେଳେ କୈାଣସି କାରଣ ବଶତଃ ବିସ୍ପୋରକଟି ହଠାତ ଫୁଟିଯିବା ଫଳରେ ତିନି ଜଣ ଛାତ୍ର ଆହାତ ହୋଇଥିବା ବେଳେ ଦୁଇଜଣ ଗୁରୁତର ଥିବା ଜଣାପଡିଛି ।ଖବର ପାଇ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସଭାପତିତ୍ବରେ ଆବାହକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ ଶୈକ୍ଷିକ ପରାମର୍ଶ ଦାତା ଅଧ୍ୟାପକ ତେଜେଶ୍ଵର ନାୟକ, ବରିଷ୍ଠ ପ୍ରାଧ୍ୟାପକ ଲଲାଟେନ୍ଦୁ ଦଳପତି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୭/୧: ଗୁରୁବାର ସାରା ଦେଶ ପାଳିଥିଲା ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା ।ପରେ ପରେ ବାଲିଗୁଡ଼ା ସ୍ଥିତ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଉପଖଣ୍ଡ ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଉପଖଣ୍ଡ ପ୍ରଶାସନ ଓ ସୂଚନା ଲୋକ ସମ୍ପର୍କ ବିଭାଗ ତରଫରୁଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ବୁଧବାର ପ୍ରତ୍ୟୁଷରେ ଆୟୋଜିତ ହୋଇଥିଲା । ଏହି ପ୍ରତିଯୋଗିତା କୁ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା କ୍ରୀଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୧: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ର ସର୍ବ ପୁରାତନ ସାହି ନୂଆସାହି ରେ ଗ୍ରାମ୍ୟ କମିଟି ଆନୁକୂଲ୍ୟରେ ଚବିଶ ପ୍ରହର ନାମ ଯଜ୍ଞ,ଘୃତ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନ ଯଜ୍ଞ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଗାମୀ ଫଗୁଦଶମୀ ପୂର୍ବରୁ ମାଆ ବରାଳଦେବୀ ପୀଠ ରେ ମାଆ ଙ୍କ ମନ୍ଦିର ର ମୁଖଶାଳା ପ୍ରତିଷ୍ଠା ସହିତ ପାଞ୍ଚ ଦିନ ବ୍ୟାପି କାର୍ଯ୍ୟକ୍ରମ ଚାଲୁ ରହିବ ଏନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୮/୧: କନ୍ଧମାଳ ଜିଲା ସଦରମହକୁମା ଫୁଲବାଣୀରେ ଗତ ୫ ଦିନ ଧରି ଆରମ୍ଭ ହୋଇଥିବା କ୍ରୀଡ଼ା ମହୋତ୍ସବ ଉଦଯାପିତ ହୋଇଯାଇଛି ।ଜିଲାର ୧୨ ଟି ବ୍ଳକରୁ ୭୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଏଥିରେ ଭାଗନେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନଳିନୀ ମଳ୍ଲିକ ଓ ସମ୍ମାନିତ ଅତିଥିଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର , ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ , Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୭/୧: ୭୫ତମ ଭାରତୀୟ ପଦାତିକ ସେନା ଦିବସ, ଦେଶରେ ଅତି ଆଡମ୍ବର ସହକାରେ ପାଳିତ ହେଉଛି । ଫୁଲବାଣୀରେ ପାରିଜାତ କଲ୍ୟାଣ ମଣ୍ଡପ ଠାରେ କନ୍ଧମାଳ ଜିଲ୍ଲା ଏବଂ ପଡୋଶୀ ବୌଦ୍ଧ ଜିଲ୍ଲାର ସମସ୍ତ ଅବସରପ୍ରାପ୍ତ ସେନା କର୍ମଚାରୀ ମାନଙ୍କ ଦ୍ୱାରା ଏହି ଉତ୍ସବକୁ ପ୍ରଥମ ଥର ପାଳନ କରାଯାଇଛି ।ଏହି ଅବସରେ ଅବସରପ୍ରାପ୍ତ କର୍ନେଲ ଶିଶିର କୁମାର ଘୋଷ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନେସନାଲ ୱାର ମେମୋରିଆଲ୍ ଏବଂ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୬/୧: ଆଜିର ଏହି ବିଜ୍ଞାନର ଯୁଗ ଯେତିକି ଯେତିକି ଉନ୍ନତ ହେଉଛି ସେହି ତୁଳନାରେ ମାନବିକତା ମଧ୍ୟ ଦିନକୁ ଦିନ ହଜି ଯାଉଛି । ଯାହାର ଏକ ଜ୍ୱଳନ୍ତ ଉଦାହାରଣ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ସଦରଥାନା ଅନ୍ତର୍ଗତ କେରେଡ଼ି ଅଞ୍ଚଳରେ । ନିଜ ବାପାଙ୍କ ମୃତଦେହକୁ ଛୁଇଁଲେନି ପରିବାରଲୋକେ। ଶେଷରେ ସଦର ପୁଲିସ୍ ଓ ଗ୍ରାମବାସୀଙ୍କ ଅନୁରୋଧ ପ୍ରକାରେ କନ୍ଧମାଳ ଜିଲାର ଜଣାଶୁଣା ସ୍ୱେଚ୍ଛାସେବୀ ସଂଗଠନ ଟିମ୍ Continue Reading