ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଝରିଆପଦା ରେ ଜଣେ ଶିକ୍ଷକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଉଦ୍ୟମ ହୋଇଥିବା ଜଣାପଡ଼ିଛି। ଘଟଣା ଅନୁଯାୟୀ କୋଟଗଡ ଝରିଆପଦା ସାହିରେ ରହୁଥିବା ଗେଟାବାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପଦ୍ମଚରଣ ରଥ ନିଜ ଗୃହ ସମ୍ମୁଖରେ ନିଜର କୁନି ପୁଅକୁ ଧରି ଠିଆ ହୋଇଥିବା ବେଳେ ସେହି ସାହିର ଯୁବକ କୁନା ଆସି ସକାଳ ପ୍ରାୟ ୯ଟା ସମୟରେ ହଠାତ ଟାଙ୍ଗିଆରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୨/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଅଧ୍ୟକ୍ଷତା କରିଥିଲେ କ୍ଷ ଏଥିରେ ମୁଖ୍ୟ ଅତିଥି ଭାବେ ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ସରୋଜକୁମାର ପାଠୀ, ଜାତୀୟ ସେବା ଯୋଜନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ମାଲିକାପଡ଼ି ଗ୍ରାମପଞ୍ଚାୟତର ଦେରିନାଯୁଠାରେ ଜଣେ ଯୁବକ ନିଜର ଡାଲା ଗାଡ଼ିରେ ପେଟ୍ରୋଲ ଢାଳି ନିଆଁ ଲଗାଇଵା ପରେ ଏକ ବରଗଛରେ ଚଢ଼ି ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ବିସର୍ବା ପ୍ରଧାନ (୨୮)।ସୂଚନା ଅନୁସାରେ, ଯୁବକ ଜଣକ ୮ ମାସ ପୂର୍ବେ ଟିକାବାଲି ବ୍ଲକ ଗାରେଡି଼ଙ୍ଗିଆ ଟୁଡୁବାଲିରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧:କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ +୨ ପ୍ରଥମ ବାର୍ଷିକ କଳା ବିଜ୍ଞାନ ବାଣିଜ୍ୟ ଛାତ୍ରୀ ଙ୍କ ସକାଶେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଅଧ୍ୟକ୍ଷତା କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ବକ୍ତା ଭାବେ Continue Reading
ବିଶ୍ୱ ଭୂଷଣ ମହାପାତ୍ର /ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୧: ଓଡିଶା ସାମ୍ବାଦିକ ୟୁନିଅନ ନୟାଗଡ଼ ଶାଖାର ନୂତନ କାର୍ଯ୍ୟକର୍ତ୍ତା ଚୟନ ଏବଂ ସାଧରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି କ୍ଷ ରଣପୁର ଅସୁରକୁମାରୀ ପୀଠରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ସଞ୍ଜୟ କୁମାର ସ୍ବାଇଁ ପରିଚାଳନା କରିଥିଲେ ।ସଭା ଆରମ୍ଭରୁ ପ୍ରଥମେ ସାମ୍ବାଦିକ ସ୍ବର୍ଗତ କିଶୋର ମହାପାତ୍ର ଙ୍କ ନିମନ୍ତେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ! ଓୟୁଜେ ନୟାଗଡ଼ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୁଆସାହି ସ୍ଥିତ ପାଟଖଣ୍ଡା ଉଚ୍ଚ ବିଦ୍ୟାପୀଠର କ୍ରୀଡା ଶିକ୍ଷକ ଭାବେ କାର୍ଯ୍ୟରତ ବିରୁପାକ୍ଷ କହଁର (୪୧) ରବିବାର ଦିନ ବାଇକ ରେ ନୂଆସାହି-ବୁଡ଼ାଗୁଡା ରାସ୍ତାରେ ଯାଉଥିବା ସମୟରେ ହଠାତ ଗୋଟିଏ ଛେଳି ବାଇକ ସାମନାକୁ ଆସିଯିବାରୁ ଛେଳିକୁ ବଞ୍ଚାଇବାକୁ ଯାଇ ଶ୍ରୀ କହଁର ବାଇକ ସହ ତଳେ ପଡିଯାଇଥିଲେ ।ନିକଟରେ ଥିବା କିଛି ସ୍ଥାନୀୟ ବ୍ୟକ୍ତି ଚିକିତ୍ସା ନିମନ୍ତେ ସଙ୍ଗେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୭/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବଡ଼ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଖାଲରେ ପଡ଼ିଲା ମୋଟରସାଇକେଲ । ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ବୁଡ୍ରୁକିଆ ଗ୍ରାମ ପଞ୍ଚାୟତର ଡାବଲାପଙ୍ଗା ଅଞ୍ଚଳର ଅଜୟ ମଳିକ ହୋଇଥିବା ଜଣାପଡ଼ିଛି ।ଘଟଣା ପ୍ରକାରେ ବିଳମ୍ବିତ ରାତିରେ ଅଜୟ ନିଜ ମୋଟରସାଇକେଲ ଯୋଗେ ବଡ଼ଗାଁ ଦେଇ ଯାଉଥିବା ସମୟରେ ରାସ୍ତାରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୨: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ ବଡ଼ଦିନ ପର୍ବ ଶାନ୍ତି ଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି । ଖ୍ରୀଷ୍ଟ ଧର୍ମାବଲାମ୍ବୀମାନଙ୍କ ପାଇଁ ବର୍ଷସାରା ର ଅନ୍ୟତମ ପବିତ୍ର ପର୍ବ। ଏ ନେଇ ସବୁଆଡ଼େ ହର୍ଷୋଲ୍ଲାସ ର ମାହୋଲ। ଶନିବାର ରାତିରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ।ଏଥିପାଇଁ ସମଗ୍ର କନ୍ଧମାଳ ଜିଲ୍ଲାର ଗ୍ରାମାଞ୍ଚଳର ଚର୍ଚ୍ଚ ଚାରିଆଡ଼େ ବେଶ୍ ସାଜସଜ୍ଜା ହୋଇଛି। ଭଳିକି ଭଳି ରଙ୍ଗବେରଙ୍ଗ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଖମନଖୋଲ ପଞ୍ଚାୟତର ମେଡ଼ିକାଲ ପରିସରରେ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଖମନଖୋଲ ଏବଂ କ୍ୟାରମ ଅନୁଷ୍ଠାନ ର ମିଳିତ ପ୍ରୟାସ ରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୦ ୟୁନିଟ ରକ୍ତ ସଂଗୃହିତ ହୋଇଛି ।ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଅଧିକାରୀ ଡାକ୍ତର ଦେବୀ ପ୍ରସାଦ ଓ ତାଙ୍କ ସ୍ତ୍ରୀ ଦୁର୍ଗେଶ ନନ୍ଦିନୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୩/୧୨: ଆଉ ଦିନକ ପରେ ବଡ଼ଦିନ । ବଡ଼ଦିନ କିଭଳି ଶାନ୍ତି ଶୃଙ୍ଖଳାରେ ପାଳନ ହେବ ସେନେଇ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ପୋଲିସ୍ ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି । ବଡ଼ଦିନକୁ ଦୃଷ୍ଟିରେ ରଖି ବାଲିଗୁଡ଼ାରେ ଜିଲ୍ଲା ମୁଖ୍ୟାଳୟରୁ ଜଣେ ଡିଏସପି, ଜଣେ ଇନିସ୍ପେକ୍ଟରଙ୍କ ସମେତ ୬ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି ।ଅନ୍ୟପଟେ Continue Reading