ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୯/୧୨: କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତରେ କମ୍ବିଂ ଅପରେସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଅପରେସନ ବେଳେ ୧୦ରୁ ୧୫ ଜଣ ମାଓବାଦୀ ଥିଲେ। ତେବେ, ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ମହିଳା କ୍ୟାଡର ମାଓବାଦୀ ମୃତ୍ୟୁବରଣ କରିଥିବା ବେଳେ ବହୁ ମାଓବାଦୀ ଆହତ ହୋଇଛନ୍ତି।ଫୁଲବାଣୀର ମାଦିକୁନ୍ଦାସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୁଲିସ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୬/୧୨: କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଏସ୍ଓଜି-ଡିଭିଏଫ୍ ଯବାନଙ୍କ କମ୍ବିଂ ଅପରେସନ ବେଳେ ଏନ୍କାଉଣ୍ଟରରେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିବାସୂଚନା ମିଳିଛି। ସୁରକ୍ଷାକର୍ମୀମାନେ ଗୋଛାପଡ଼ା-କଣ୍ଟାମାଳ ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ ଥିବା ମାଓ କ୍ୟାମ୍ପକୁ ଧ୍ବସ୍ତ କରିବା ସହ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି।ଗୋଛାପଡ଼ା ଥାନା ଅନ୍ତର୍ଗତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୪/୧୨: ଯେଉଁ ହାତରେ ଦିନେ ବନ୍ଧୁକ ଥିଲା ଆଜି ସେ ହାତରେ ମହେନ୍ଦି ଲାଗିଛି। ପୁଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଏହି ଦୁଇ ଝିଅଙ୍କ ବିବାହ କରାଯାଉଛି। ଦୁଇ ଝିଅଙ୍କ ନାମ ହେଲା ସପନିତା ପାଟମାଝି ଓରଫ ନନ୍ଦିନୀ ଏବଂ ଫୁଲବତି ଉଷେଣ୍ଡା ଓରଫ କରୁଣା ସପନିତା। ସପନିତାର ଘର କନ୍ଧମାଳ ଜିଲ୍ଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟବକ୍ତା ଭାବେ ସିସିଆଇର ସୁପରିଟେଣ୍ଡେଣ୍ଟ ଅଦ୍ଵେଶା ମହାପାତ୍ର, ସମ୍ମାନିତ ଅତିଥି ଭାବେ କାଉନସେଲର ଗୀତାଞ୍ଜଳି ପଣ୍ଡା ଯୋଗ ଦେଇ ନିଜ ବକ୍ତବ୍ୟରେ ମହାମାରୀ ଏଡ୍ସର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧୧: ୦୭ ଦଫା ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଲେ ସମୁହ ଆଶା କର୍ମୀ ।ଆଶା କର୍ମୀ ମାନଙ୍କର ଦୀର୍ଘ ଦିନର ନ୍ୟାର୍ଯ୍ୟ ଦାବି ପୂରଣ ହୋଇନଥିବାରୁ ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଆଶା କର୍ମୀ ସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ସାରା ରାଜ୍ୟରେ ଏହି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବୁଡୃକିଆ ପଞ୍ଚାୟତ ଓ କୁଟିକିଆ ପଞ୍ଚାୟତକୁ ଯାତାୟତ କରିବା ପାଇଁ ଚିରସ୍ରୋତା ଖଡଗ ନଦୀ ପଡେ ସେହି ନଦୀ ଉପରେ ଆଦିବାସୀ ଉନ୍ନୟନ ବିଭାଗ ବାଲିଗୁଡା ପକ୍ଷରୁ ଏକ ଝୁଲ୍ଲାବ୍ରିଜ୍ ୨୦୧୧ ମସିହାରେ ନିର୍ମାଣ କରାଯାଇ ଉଭୟ ପଞ୍ଚାୟତର ବିଭିନ୍ନ ଗ୍ରାମ ଓ ବାଲିଗୁଡାକୁ ଯାତାୟାତ କରିବା ପାଇଁ ସୁବିଧା କରାଯାଇଥିଲା।ଦିର୍ଘ ଦିନ ହେବ ତାର ରକ୍ଷଣା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୨/୧୧ : ଦୁଇ କାଉନସିଲର ଙ୍କୁ ଏନ୍ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବିରେ ୭ଦଫା ଦାବି ନେଇ ଏନ୍ଏସି କାର୍ୟ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉଁସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିରେ। ସୂଚନା ପ୍ରକାରେ ପ୍ରତ୍ୟେକ ମାସରେ ପରିଷଦ ବୈଠକ ଅନୁଷ୍ଠିତ ହେବା କଥା କିନ୍ତୁ ପୂର୍ବ ବୈଠକର ୧୦୮ ଦିନପରେ ଅର୍ଥାତ୍ ଗତ ୧୮.୧୧.୨୦୨୨ ରିଖରେ ସକାଳ ୮ଟା ୪୫ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଟିପିଏସଓ ଡିଏଲର ଲାଇନ ମ୍ୟାନ କାଳୁ ଚରଣ ପଲାଇ ନୂତନ ବିଦ୍ୟୁତ ସଂଯୋଗ ଦେବା ପାଇଁ ଶୁକ୍ରବାର ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଘଟଣା ସ୍ଥଳରେ ଟଙ୍କା ଜବତ କରିବା ସହ ଗିରଫ କରିଥିଲେ ।ଲାଇନମ୍ୟାନ ପଲାଇ ଟିକାବାଲି ବ୍ଲକର ଛତିଝର ଗ୍ରାମର ରୀଙ୍କୁ ଭୁକ୍ତା ନାମକ ଜଣଙ୍କ ଠାରୁ ନୂତନ ବିଦ୍ୟୁତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୬/୧୧: କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ ବୁହାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ଦେବେଶ୍ୱର କହଁର(୬୦)ଙ୍କ ମୃତଦେହକୁ କୋକେଇରେ ରଖି କାନ୍ଧରେ ନିଜ ଗ୍ରାମ ଫୁଲବାଣୀ ବ୍ଲକ ତୁଡ଼ିପାଜୁ ପଞ୍ଚାୟତ ତାଡପଙ୍ଗା ଗ୍ରାମ ଶ୍ମଶାନକୁ ଆଣି ଅନ୍ତିମ ସଂସ୍କାର କରାଯାଇଛି। ମୃତଦେହକୁ ଆଣିବା ବେଳେ ଦୁଇଟି ନଦୀ, ୩ଟି ପାହାଡ଼ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୧ :କନ୍ଧମାଳ ଜିଲ୍ଲା ବାଲିଗୁଡାର ମୁଠାହେଡ଼ ସାଧୁ ପାତ୍ର ଙ୍କ ଅକାଳ ବିୟୋଗ ଯୋଗୁଁ ସମଗ୍ର ଗାଁ ରେ ଶୋକାକୁଳ ପରିବେଶ ହୋଇଛି । ମଙ୍ଗଳବାର ଭୋର ପାଞ୍ଚଟାରେ ତାଙ୍କର ହୃଦଘାତ ରେ ମୃତ୍ୟୁ ଘଟିଛି । ସୋମବାର ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ପାଇଁ ଫୁଲବାଣୀ ସ୍ଥିତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତୀ କରିଥିଲେ ।ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ଖବର Continue Reading