Home Posts tagged reports by sanjaya kumar panigrahi (Page 26)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୧: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ ଗଠନ ହେଲା ଦୁର୍ନୀତି ଭ୍ରଷ୍ଟାଚାର ବିରୋଧୀ ମଞ୍ଚ କ୍ଷ ବାଲିଗୁଡାର ସର୍ବ ପୁରାତନ ସାହି ନୂଆସାହି ଗ୍ରାମ୍ୟ କମିଟି ର ପ୍ରତ୍ୟକ୍ଷ ତତ୍ୱାବଧାନ ରେ ତିନୋଟି ୱାର୍ଡ ର ମୁଖିଆ ଏବଂ ଯୁବଗୋଷ୍ଠି ଙ୍କୁ ନେଇ ମଞ୍ଚ ଗଠନ ହୋଇଛି ଏବଂ ଏହା \”ମା ଦୁର୍ଗା ଆଞ୍ଚଳିକ ଦୁର୍ନୀତି ବିରୋଧୀ ଯୁବମଞ୍ଚ” ନାମରେ ନାମିତ କରାଯାଇଛି ।ବେଶ କିଛି ବର୍ଷହେବ ବାଲିଗୁଡା ରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୧୧: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ସହର ରେ ଅନୁଷ୍ଠିତ ହେବ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ ଲୋକ ମହୋତ୍ସବ, ଚଳିତ ବର୍ଷ ଡିସେମ୍ବର ତା,୧୭,୧୮,୧୯ ରିଖ ତିନି ଦିନ ଧରି ହେବାକୁ ଥିବା ବିଶିଷ୍ଟ ଲୋକନୃତ୍ୟ ଗୁରୁ ଟଲ ଦଳବେହେରା ସ୍ମାରକୀ । ବୀଣାକାର ଦଣ୍ଡନାଟ ଏବଂ ଗୀତିନାଟ୍ୟ ପ୍ରତିଯୋଗିତା ମହାମାରୀ କୋରନା କଟକଣା ସକାଶେ ବାତିଲ କରାଯାଇଥିଲା । ଚଳିତ ବର୍ଷ ଉକ୍ତ କାର୍ଯ୍ୟକ୍ରମ ତିନିଦିନ ବ୍ୟାପି ଆୟୋଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ , ୧୦/୧୧: ଜାନୁଆରୀ ୦୧ ତାରିଖକୁ ଯୋଗ୍ୟତା ତାରିଖ ଭାବେ ଗ୍ରହଣ କରି ଭାରତର ନିର୍ବାଚନ ଆୟୋଗ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଆରମ୍ଭ ହୋଇଛି ।ଏହି କ୍ରମରେ, କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଦ୍ଭାବନା ସଭାଗୃହରେ ଜାତୀୟ ଓ ରାଜ୍ୟ ସ୍ତରର ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ମୁଖ୍ୟମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୦/୧୧: ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ, ସଂଘ ସଭାପତି ଲୋକନାଥ ମହାପାତ୍ର ସଭାପତିତ୍ୱ କରିଥିଲେ।ମୁଖ୍ୟ ଅତିଥି ଭାବରେ ବୈଠକର ପର୍ଯ୍ୟବେକ୍ଷକ ତଥା କନ୍ଧମାଳ ଜ଼ିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ସଭାପତି ସନ୍ତୋଷ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧୧: ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ପକ୍ଷରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ଅନ୍ତର୍ଗତ ବାରଖମା ଅଞ୍ଚଳରେ ସରକାରଙ୍କ ଦ୍ୱାରା ପରିଚାଳିତ ଆର୍ଥିକ ସହାୟତା ଯୋଜନା, ଗୃହ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ ସିଆରପିଏଫ୍ ୧୨୭ ବାଟାଲିୟନ ପକ୍ଷରୁ ଏକ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଜି.୧୨୭ ସିଆରପିଏଫ ବାଟାଲିୟନ ଆଣ୍ଟି ନକ୍ସଲ ଡ୍ୟୁଟି ପାଇଁ ବାଲିଗୁଡା ଥାନା ଅନ୍ତର୍ଗତ ବାରଖାମାରେ ନିୟୋଜିତ ଅଛି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୧୧: ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ହିତାଧିକାରୀ ଙ୍କୁ ସାମିଲ କରିବା ପାଇଁ କନ୍ଧମାଳ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ଦିନ ବାଲିଗୁଡା ବ୍ଲକ କାର୍ଯ୍ୟାଳୟର ସଭାଗୃହ ମଧ୍ୟରେ କଳାକାର ଚୟନ ପ୍ରକ୍ରିୟା କନ୍ଧମାଳ ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ ସେଠୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଚୟନ ପ୍ରକ୍ରିୟା ସୁରୁଖୁରୁରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବାଲିଗୁଡା ବ୍ଲକର ଚଉଦ ଗୋଟି ଗ୍ରାମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟ ଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ରରେ କାର୍ଯ୍ୟ ଆରମ୍ଭ ହୋଇଛି ।ଏଥିରେ ସ୍ଥାନୀୟ ଉପ କୋଷାଗାର ଅଧିକାରୀ ସୁଧାକର କହଁର ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ଜିତେନ୍ଦ୍ର କୁମାର ସାହୁ ଅଫିସ ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।ବାଲିଗୁଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୧: କନ୍ଧମାଳ ଜିଲ୍ଲା ଗୋଛାପଡା ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟ ଗୋଛାପଡା ଖେଳ ପଡ଼ିଆ ଠାରେ ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତ୍ରୀ ଓ ଗୋଛାପଡା ପଞ୍ଚାୟତର ଗୋଛାପଡା,ପିପିଲମାଲା, ଦାମାରେଜୁ, ସାଙ୍ଗଯୋଡ଼ା ଏବଂ ଟଣାଶୁ ଗ୍ରାମବାସୀଙ୍କୁ ସିଆରପିଏଫ ୧୨୭ ବାଟାଲିୟନ ତରଫରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିୟନର ସେକେଣ୍ଡ ଇନ କମାଣ୍ଡ ଶ୍ରୀ ମୌଲି ମୋହନ କୁମାର, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧/୧୧:ମାନବିକ ସିଭିକ୍ ଆକ୍ସନ୍ କାର୍ଯ୍ୟକ୍ରମ ଗୃହ ମନ୍ତ୍ରଣାଳୟର ଆର୍ଥିକ ସହାୟତା ଯୋଜନା ଅଧୀନରେ ଆୟୋଜିତ ଆଣ୍ଟି ନକ୍ସଲ ଡ୍ୟୁଟିରେ ଥିବା ୧୨୭ ବାଟାଲିୟନ ତରଫରୁ କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅଧୀନ ବାଲନ୍ଦାପଡା ଠାରେ ବିଦ୍ୟାଳୟ ଛାତ୍ରଛାତ୍ରୀ ଓ ପଞ୍ଚାୟତ ବାସୀଙ୍କୁ ସିଆରପିଏଫ ବାଟାଲିୟନ ତରଫରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିୟନ କମାଡେଣ୍ଟ ତଥା ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୭/୧୦: ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଆଗରେ ଧାରଣା ଦେଲା ବିଜେପି ଯୁବମୋର୍ଚ୍ଚା। ଏହି ଘଟଣାରେ ଅଭିଯୁକ୍ତଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଯୁବମୋର୍ଚ୍ଚାର ସଦସ୍ୟମାନେ କନ୍ଧମାଳ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି।ପ୍ରକାଶ ଥାଉକି, ଜିଲ୍ଲାରେ ଥିବା ଅନ୍ୱେଷା ଛାତ୍ରାବାସରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିଲେ। ଏହାପରେ ତାଙ୍କର ପ୍ରସବ Continue Reading