ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୭/୯: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ସଲାଗୁଡା ପଞ୍ଚାୟତର ପୁଲସରୁ ଠାରେ ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୬ ମସିହାରେ ଏକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା । ପରେ ୨୦୦୦ ମସିହାରେ ସରକାରଙ୍କ ଡିପିଇପି ଯୋଜନାରେ ଏହି ବିଦ୍ୟାଳୟକୁ ସ୍ବୀକୃତି ଦିଆଯାଇ ଇଜିଏସ ଶିକ୍ଷକ ନିଯୁକ୍ତି ଦିଆଯାଇଥିଲା ।କିନ୍ତୁ କିଛି ବର୍ଷ ପରେ ଗ୍ରାମବାସୀଙ୍କ ଅଜାଣତରେ ଏହି ବିଦ୍ୟାଳୟ ଅନ୍ୟ ଗ୍ରାମକୁ ଉଠାଇ ନିଆ ଯାଇଥିଲା । ଫଳରେ ପୁଲସରୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୯: କନ୍ଧମାଳ ଜିଲ୍ଲାପାଳ ଡ଼ଃ ଆଶିଷ ଈଶ୍ୱର ପାଟିଲ ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରି ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ ।ଜିଲ୍ଲାପାଳ ପ୍ରଥମେ ଇକୋ ରିଟ୍ରିଟ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । କଫି ବଗିଚା ପାଖରେ ରହିଥିବା ୨ ହେକ୍ଟର ଜମିରେ ନୂତନ ଭାବେ କଫି ରୋପଣ କାର୍ଯ୍ୟରେ ଯୋଗ ଦେଇଥିଲେ।କଫି ରୋପଣ କରିବା ସହ ଉକ୍ତ କାର୍ଯ୍ୟ ଓ କଫି ବଗିଚା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁର ଅଞ୍ଚଳର ଜୈନକ ମହିଳା ଏଏନଏମ ଙ୍କୁ ଅସଦାଚରଣ ମାମଲାର ବିଚାର କରି କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଅନୁରାଗ ଦେହୁରୀ ଙ୍କ ଅଦାଲତ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତ ଲମ୍ବୁ ବଳିୟାର ସିଂ ଙ୍କୁ ଭାରତୀୟ ପିଙ୍ଗଳ ଆଇନର ୩୫୪ ଦଫାରେ ତିନିବର୍ଷ କାରାଦଣ୍ଡ ସହ ଏକ ହଜାର ଟଙ୍କା ଜୋରିମାନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୯: ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହେବା ଫଳରେ ରାସ୍ତା ଧସିବା ସହ ପାହାଡ଼ରୁ ପଥର ଖସିଥିବା ଦେଖିବାକୁ ମିଳିଛି । ଯାହା ଫଳରେ ଭାରିଯାନ ଯାତାୟାତ ବାଧାପ୍ରାପ୍ତ ହୋଇଛି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ପାବୁରିଆ ପଞ୍ଚାୟତର ମାଲେରିମାହା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଗୋଟିଏ ପରିବାରର ଦୁଇଜଣ ଆତ୍ମହତ୍ୟା କରିଛନ୍ତି, ଯାହା ଫଳରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ସାରଙ୍ଗଡ ଥାନା, ଟିକାବାଲି ବ୍ଲକ ପାବୁରିଆ ପଞ୍ଚାୟତର ମାଲେରିମାହା ଗ୍ରାମରେ ଥିବା ମଣ୍ଡାପେନୁ ମୁଣ୍ଡିଆରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୯: ସେପ୍ଟେମ୍ବର ୧୭ ତାରିଖ କୁ ଓଡିଶା ମୋଟର ଚାଳକ ସଂଘ ଚାଳକ ଦିବସ ଭାବେ ସାରା ରାଜ୍ୟର ବିଭିନ୍ନ ଶାଖାରେ ପାଳନ କରୁଛି କ୍ଷ ଏହି ପରିପ୍ରେକ୍ଷୀରେ ଆଜି ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ଓଡ଼ିଶା ମୋଟର ଚାଳକ ସଂଘ ତୁମୁଡିବନ୍ଧ ଶାଖା ଦ୍ଵାରା ଶନିବାର ଦିନ ଚାଳକ ଦିବସ ପାଳନ ହୋଇଯାଇଛି ।ସଭାପତି ପ୍ରଶାନ୍ତ ପଟ୍ଟନାୟକ ଙ୍କ ନେତୃତ୍ୱରେ ତୁମୁଡିବନ୍ଧ ଅଞ୍ଚଳର ସମସ୍ତ ଚାଳକ ଏକାଠି ହୋଇ ବିଶ୍ୱକର୍ମା ପୂଜା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୫/୯:ଏକ ଦୁଷ୍କର୍ମ ମାମଲା ରେ ଦୋଷୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ । କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ।ସୂଚନା ଅନୁଯାୟୀ ଗତ ୨୦୨୦ ମସିହା ଖରା ଛୁଟି ସମୟରେ ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଲାପଡା ଗ୍ରାମର ଅଭିଯୁକ୍ତ ରୋହିତ କହଁର (୨୧ ବର୍ଷ) କ.ନୂଆଗାଁ ଥାନା ଅଂଚଳର ଦଶମ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୯:କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଏବଂ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ଜନ୍ମଦିନ ପାଳନ ନିମନ୍ତେ ଅନୁଷ୍ଠାନ ର ପୁରାତନ ଛାତ୍ର, ଛାତ୍ରୀ ଏବଂ ଗୁରୁଜୀ, ଗୁରୁମା ମୁଖ୍ୟ କାର୍ଯ୍ୟାଳୟର ସମସ୍ତ ପଦାଧିକାରୀଙ୍କ ମଧ୍ୟରେ ଏକ ପ୍ରସ୍ତୁତି ବୈଠକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୦/୯: ଦୃଢ ଇଚ୍ଛା ଶକ୍ତି, କଠିନ ପରିଶ୍ରମ ଓ ଆଗ୍ରହ ଯେକୌଣସି ବ୍ୟକ୍ତିକୁ ସଫଳତା ଆଣି ଦେଇଥାଏ । ଯାହାକି, କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଜଣେ ଚା’ ବ୍ୟବସାୟୀଙ୍କ ପୁଅ ନିଟର ସର୍ବ ଭାରତୀୟ ସ୍ତରରେ ନିଟ ଏଣ୍ଟ୍ରାନସ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି ।ଫୁଲବାଣୀର କଣ୍ଟ୍ରାକ୍ଟର ପଡା ର ବାସିନ୍ଦା ଶିବ ଶଙ୍କର ବେହେରାଙ୍କ ବଡ଼ ପୁଅ ସୁରଜ ମୋଟ ୬୩୫ ନମ୍ବର ରଖି ୮୬୫ ନମ୍ବର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୯: କନ୍ଧମାଳରେ ପୁଣି ଲାଗିଲା ମାଓବାଦୀଙ୍କ ହାତ ଲେଖା ପୋଷ୍ଟର କ୍ଷ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନାର ଜାମଝୋର ଛକରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରତିନିଧି ମନୋଜ ସାବତ, ପୂର୍ବତନ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ ଓ଼ ବ୍ଲକ କ୍ୟାସିଅର ଛବି ବାବୁଙ୍କ ନାମରେ ଲାଗିଛି ପୋଷ୍ଟର ।ବିଭିନ୍ନ ଦୁର୍ନୀତିରେ ଛନ୍ଦିହୋଇ ସରକାରୀ ଅର୍ଥ ହରି ଲୁଟ ଏବଂ ରାଜସ୍ବ ବିଭାଗକୁ ହାତକରି ଜଙ୍ଗଲ ଜମି ନିଜ Continue Reading