Home Posts tagged reports by sanjaya kumar panigrahi (Page 29)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୧/୮: ଆଜି ହେଉଛି ସ୍ୱାୟତ୍ତ ଶାସନ ଦିବସ, ଏ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ଧୁମଧାମରେ ପାଳନ କରାଯାଇଛି ସ୍ୱାୟତ୍ତ ଶାସନ ଦିବସ।ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ଏସଡିପିଓ ଜି.ରାଘବେନ୍ଦ୍ର ରେଡ୍ଡୀ,ବିଡ଼ିଓ ଶଶାଙ୍କ ପାତ୍ର, ବ୍ଲକ୍ ସାଂସଦ ପ୍ରତିନିଧି ଟୁନା ଦାସ,ଜିଲ୍ଲା ପରିଷଦ Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଟାଉନର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡ଼ିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡା ଦିବସ ତଥା ବିଶିଷ୍ଟ ହକି ତାରକା ଧ୍ୟାନଚାନ୍ଦଙ୍କର ଜୟନ୍ତୀ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁବାସ ଚନ୍ଦ୍ର ମଲିକ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୯/୮: ହିନ୍ଦୁ ସୁରକ୍ଷା ମଞ୍ଚର ଆହ୍ବାନରେ ହିନ୍ଦୁ ସମାଜକୁ ଏକତ୍ରୀତ କରି ହିନ୍ଦୁ ସମାଜକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ସାରଙ୍ଗଗଡଠାରେ ଏକ ବୈଠକ ପୁଣି ଅନୁଷ୍ଠିତ ହୋଇ ଯାଇଛି । ଗତ ୯ ତାରିଖରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଫିସ ସାମ୍ନାରେ ହିନ୍ଦୁ ସମାଜର ଧର୍ମଗୁରୁ ପୂଜ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଜୀଙ୍କ କୁଶପୁତ୍ତଳିକା ଦାହ କରିବା ଦ୍ବାରା ସମ୍ପୂର୍ଣ୍ଣ ହିନ୍ଦୁ ସମାଜ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଥାନାରେ କାର୍ଯ୍ୟରତ ମହିଳା ଏସଆଇ ସ୍ୱାଗତିକା ବେହେରାଙ୍କ ଆତ୍ମହତ୍ୟାକୁ ପାଖାପାଖି ୩୨ଘଣ୍ଟା ରୁ ଉର୍ଦ୍ଧ ସମୟ ବିତି ଯାଇଥିଲେ ମଧ୍ୟ ପରିବାର ଲୋକେ ଶବ ବ୍ୟବଚ୍ଛେଦ ନକରାଇ ଥାନା ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।ତାଙ୍କ କହିବା କଥା ହେଉଛି, ଆମ ଭଉଣୀକୁ ଥାନା ଅଧିକାରୀ ରେବତୀ ଶବର କ୍ୱାର୍ଟର ଛାଡ଼ିବାକୁ କହିବା ସହ ବିଭିନ୍ନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୮: ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଲୋକ ନାଟକ ପାଇଁ ଜୋରସୋର ରେ ଚାଲିଛି ଆଖଡ଼ା । ବର୍ତ୍ତମାନ ଆଧୁନିକ ଯୁଗ ସ୍ପର୍ଶ କରୁଥିବା ବେଳେ ଧୀରେ ଧୀରେ ପୁରାତନ ସଂସ୍କୃତି ପରମ୍ପରା ବିଲୁପ୍ତ ହେବାକୁ ଯାଉଛି ।ଏହି ସମୟରେ ବିଲୁପ୍ତ ପ୍ରାୟ ପ୍ରସିଦ୍ଧ ଲୋକ ନାଟକ ଗୁଡିକ ମଧ୍ୟରେ ରାଧାପ୍ରେମ ଲୀଳା ର ବିଲୋପ ଘଟିବାକୁ ଯାଉଥିବା ବେଳେ କନ୍ଧମାଳ ର ମାଆ ପାଟଖଣ୍ଡା ଲୋକ ନାଟକ ସଂଘ ବାଲିଗୁଡା ତରଫରୁ କଳା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ସ୍ଥିତ ଆରାବାକା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସଭାଗୃହ ଠାରେ ଗାଁ ସାଥୀମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି ।ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚକାପାଦ ବ୍ଲକ ଅଧ୍ୟକ୍ଷା ବୈନେତ୍ରୀ କହଁର, ଉପାଧ୍ୟାକ୍ଷ ସୋମନାଥ ବେହେରା ପ୍ରମୁଖ ଉପସ୍ଥିତ ଥିବା ବେଳେ ଚକାପାଦ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନିଲ କୁମାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୫/୮: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି କ୍ଷ ଏନେଇ ବୁଧବାର ରାତ୍ରରେ ଫୁଲବାଣୀ ସହରରେ ଥିବା ଡାକପାଲା ପୋଲ ଉପରେ ତିନି ଫୁଟ ପାଣି ବହୁଥିଲା। ଅସାବଧାନତା ଯୋଗୁଁ ଜଣେ ବାଇକ୍ ଆରୋହୀ ଭାସିଯାଇଥିଲେ। ଖବର ପାଇବା ପରେ ତୁରନ୍ତ ଅଗ୍ନିଶମ ବିଭାଗ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ସଦସ୍ୟ ଉକ୍ତ ବ୍ୟକ୍ତି ଙ୍କୁ ଖୋଜିବାକୁ ଆରମ୍ଭ କରିଥିଲେ।କିନ୍ତୁ ପାଣିର ସୁଅ ଅଧିକ ଥିବାରୁ କାଲି ରାତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୮: ସମ୍ପର୍କୀୟଙ୍କ ମୃତ କାର୍ଯ୍ୟରେ ଯୋଗଦେବାକୁ ଯିବା ବେଳେ ଅଘଟଣ ଘଟିଛି । ସମସ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।ଘଟଣା ପ୍ରକାରେ ବୁଧବାର ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ୍ ବୁଡାଗୁଡ଼ା ଅଞ୍ଚଳରୁ କିଛି ଲୋକ ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ଅଞ୍ଚଳକୁ ନିଜ ସମ୍ପର୍କୀୟଙ୍କ ମୃତ କାର୍ଯ୍ୟ (ମାଡ଼ା) ରେ ଯୋଗଦେବାକୁ ଏକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୩/୮: କନ୍ଧମାଳ ଜିଲ୍ଲା ଫୁଲବାଣୀ ସଭାଗୃହ ଠାରେ ବିଶ୍ୱ ହିନ୍ଦୁ ପରିଷଦ ର ପ୍ରତିଷ୍ଠା ଦିବସ ତଥା ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ୱତୀ ଙ୍କ ଚଉଦ ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସର ରେ ସକାଳେ ଏକ ବାଇକ ରାଲି ଅନୂଷ୍ଠିତ ହୋଇଥିଲା ।ଏହି ଅବସରରେ ଆୟୋଜିତ ସଭାରେ ବିଶ୍ୱହିନ୍ଦୁ ପରିଷଦର କେଦ୍ରିୟ ସାଧାରଣ ସମ୍ପାଦକ ମିଳନ୍ଦ ପାରାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦେଇ. ହିନ୍ଦୁ ଧର୍ମ ଓ […]Continue Reading