ସଞ୍ଜୟ କୁମାର ପାଣୀଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୨/୮: ଓଡ଼ିଶାରୁ ଚୁକ୍ତି ଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଓ ୬ ବର୍ଷ ଚୁକ୍ତିଭିତ୍ତିକ ଚାକିରି ସମୟକୁ ପଦୋନ୍ନତି, ବର୍ଦ୍ଧିତ ଦରମା, ବରିଷ୍ଠତାରେ ଗଣନା କରିବା ଦାବିରେ ଦିର୍ଘ ୬ ଦିନ ଧରି ସାରା ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ପୂର୍ବ ନିର୍ଦ୍ଧାରିତ ସୂଚନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୦/୮: କନ୍ଧମାଳ ଜିଲାର ବିକାଶ ନେଇ ଆଦିବାସୀ ଉନ୍ନୟନ ଓ ଜଳ ସଂପଦ ବିଭାଗର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ କନ୍ଧମାଳ ବିଜେପିର କର୍ମକର୍ତ୍ତା ମାନେ ଭୁବନେଶ୍ୱର ଠାରେ ସାକ୍ଷାତ କରି ଏହି ଦାବିପତ୍ର ପ୍ରଦାନ କରିଥିବା ବେଳେ ବିଶେଷ କରି ଜିଲାରେ ଥିବା ଏକମାତ୍ର ସରକାରୀ ମହାବିଦ୍ୟାଳୟରେ ୫୮ଜଣ ଅଧ୍ୟାପକ ମଧ୍ୟରୁ ବର୍ତ୍ତମାନ ମାତ୍ର ୧୩ଜଣ ଅଧ୍ୟାପକ ଅଛନ୍ତି ।ଏଭଳି ସ୍ଥଳେ ଶିକ୍ଷାଦାନ ପାଇଁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୯/୮:କନ୍ଧମାଳ ଏସପି ଭିନୀତ ଅଗ୍ରୱାଲଙ୍କ ନିର୍ଦେଶରେ ଏସଓଜି ଏବଂ ଡ଼ିଭିଏଫ ଜବାନ ମାନେ ଗୋଛାପଡା ଥାନା ସୁମଙ୍ଗି ଗ୍ରାମ ନିକଟ ଜଙ୍ଗଲରେ କମ୍ବିଙ୍ଗ ଅପରେସନ କରିବା ସହ ମାଓବାଦୀ କ୍ୟାମ୍ପ ଉପରେ ମଧ୍ୟ ଚଢ଼ାଉ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଥିବା ନେଇ ଆଜି ଶୁକ୍ରବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ନିଜ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୯/୮: ଗୁରୁବାର ପବିତ୍ର ଜନ୍ମାଷ୍ଟମୀ ପାଳନ କରାଯାଇଛି । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଜାଲେଶପଟ୍ଟା ଆଶ୍ରମରେ ମହା ଆଡ଼ମ୍ବରରେ ପାଳନ ହୋଇଛି ଏହି ଉତ୍ସବ। ଏଥିସହିତ ଏହି ତିଥିରେ ପାଳନ ହୋଇଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷୀକି ।ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇବର୍ଷ ହେଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜି୍ଲ୍ଲାପାଳ ଆଶିଶ ଇଶ୍ୱର ପାଟିଲ ଅଭିଯୋଗ ଶୁଣାଣୀ କରିଛନ୍ତି ।ଏଥିରେ କନ୍ଧମାଳ ଏସପି ବିନିତ ଅଗ୍ରଓାଲ,ଏସଡିପିଓ ଜିଆର ରାଘେବେନ୍ଦ୍ର, ଉପ ଜିଲ୍ଲପାଳ ଦୁଃଖବନ୍ଧୁ ନାୟକ, ପିଏ ଆଇଟିଡିଏ ବାଲିଗୁଡା ମଧୁସୁଦନ ବେହେରା,ପିଡି ଡିଆରଡିଏ ବିଶ୍ୱରଂଜନ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅଜିତ ପଟ୍ଟନାୟକ ପ୍ରମୁଖ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୮: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଏଥିରୁ ବାଦ୍ ପଡ଼ିନି କନ୍ଧମାଳ ଜିଲ୍ଲା । ଲଗାଣ ବର୍ଷାରେ ଜିଲ୍ଲା ସଦର ମହକୁମା ସମେତ ଅଧିକାଂଶ ଅଞ୍ଚଳ ପ୍ରଭାବିତ ହୋଇଥିବା ଜଣାପଡ଼ିଛି ।ଲଗାଣ ବର୍ଷାରେ ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ଆଦର୍ଶ ପୋଖରୀରେ ବର୍ଷା ଜଳ ଭର୍ତ୍ତି ହୋଇ ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ରବିବାର ରାତି ସାଢେ ନଅ ଟା ସମୟରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକ୍ ମୁରୁଡ଼ି କୁପୁଡ଼ା ଠାରେ ଦାରିଙ୍ଗିବାଡି – ରାଇକିଆ କୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ରବିବାର ଅପରାହ୍ନ ରେ ଧୋଇଯିବା ଫଳରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ।ଗତ ୨୦୧୮ ତିତିଲି ବାତ୍ୟା ରେ ଏଠାରେ ଥିବା ସ୍ଥାୟୀ ପୋଲ ଟି ଧୋଇ ଯାଇଥିଲା। ସେବେଠାରୁ ଅସ୍ଥାୟୀ ଭାବେ ରାସ୍ତା ପାଖରେ ମାଟି ପକା ଯାଇ ଡ୍ରାଇଭରସନ୍ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୩/୮ : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା ୭୫ଟି ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୨/୮: ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବାଲିଗୁଡ଼ା ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୮: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପ ରୂପ ନେବା ଫଳରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଶନିବାର ଠାରୁ ଲଗାଣ ବର୍ଷା ଲାଗିରହିଛି କ୍ଷ ଯାହା ଫଳରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବିରିନ୍ଦାପଡ଼ାର ଗ୍ରାମବାସୀଙ୍କ ଲାଇଫ୍ଲାଇନ କୁହା ଯାଉଥିବା କାଲି ପେନୁ ନଦୀ ଉପରେ ଥିବା ଅସ୍ଥାୟୀ Continue Reading