Home Posts tagged reports by sanjaya kumar panigrahi (Page 31)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବନ ବିଭାଗ ଓ ପାବୁରିଆ ବନ ବିଭାଗର ମିଳିତ ପାଟ୍ରୋଲିଂ ସମୟରେ କୌଣସି ସୂତ୍ରରୁ ଖବର ପାଇ ବାଇବାଲି ଗ୍ରାମର ରାକେଶ କୁମାର ନାୟକ (୪୩)ଙ୍କ ଘରେ ଚଢ଼ାଉ କରାଯାଇଥିଲା।ତାଙ୍କ ଘରୁ ୧୧.୫ କେଜି ଚନ୍ଦନ କାଠ ଜବତ କରାଯାଇ ଥିଲା। ଚୋରା ଚନ୍ଦନ କାଠ ରଖିଥିବା ଅଭିଯୋଗରେ ରାକେଶକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। ଚଢାଉରେ ବନପାଳ ପ୍ରବୀଣ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗ୍ରାମ ଗବାଟବାଡ଼ି ଅଞ୍ଚଳରେ କେତେକ ଅଜଣା ବ୍ୟକ୍ତି ଲୋକଙ୍କୁ ଲୁଗାସଫା ପାଉଡର ବିକ୍ରି କରୁଥିଲେ।୪କେଜି ପାଉଡରକୁ ମାତ୍ର ୧ଶହ ଟଙ୍କାରେ ବିକ୍ରି କରୁଥିଲେ। ହେଲେ ଉକ୍ତ ପାଉଡର ନକଲି ବୋଲି ଜଣାପଡ଼ିଥିଲା। ଗୁରୁବାର ପୁନର୍ବାର ଉକ୍ତ ବ୍ୟବସାୟୀ ଗବାଟବାଡ଼ିରେ ପାଉଡର ବିକ୍ରି ପାଇଁ ଆସିଥିବା ବେଳେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ୩୩ଟି ପ୍ରତିଯୋଗିତାରେ ୩୦୦ ଶିଶୁ ଭାଇଭଉଣୀ ଅଂଶ ଗ୍ରହଣ କରିଥିଲେ । ସୁଦୂର କୁର୍ତ୍ତମଗଡ଼, ବାଟାଗୁଡା, ଓ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଚାରକ ଭାବେ ସହଯୋଗ କରିଥିଲେ ଉଦଯାପନୀ ଉତ୍ସବର ବାଲିଗୁଡା ଗୋଷ୍ଠୀ ଶିକ୍ଷା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୮: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପୂର୍ଵ ବର୍ଷ ମାନଙ୍କ ଭଳି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସମ୍ପର୍କ ରେ ଆଲୋଚନା କରାଯାଇ ରାଜ୍ୟ ସରକାର ଙ୍କ କୋଭିଡ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୭: ଗତ ୨ ବର୍ଷ ହେଲା କରୋନା କଟକଣା ଯୋଗୁଁ କାଉଡ଼ିଆ ମାନେ ସେମାନଙ୍କର ମାନସିକ ପୁରଣ ପାଇଁ ଶୈବପୀଠ ମାନଙ୍କୁ ଯାଇ ପାରିନଥିବା ବେଳେ ଚଳିତ ବର୍ଷ କୌଣସି ପ୍ରକାର କଟକଣା ନଥିବା ଯୋଗୁଁ ପ୍ରତି ସୋମବାର ଶହ ଶହ ସଂଖ୍ୟା ରେ କାଉଡ଼ିଆ ଜାଳଲାଗି ବିଭିନ୍ନ ଶୈବ ପୀଠ ମାନଙ୍କୁ ଗସ୍ତ କରୁଥିବା ବେଳେ ଚଳିତ ସୋମବାରରେ ଜଳଲାଗି ପାଇଁ ଖୋଦ୍ ଫୁଲବାଣୀ ସହରରୁ ଶହ ଶହ ସଂଖ୍ୟାରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୩୦/୭: କନ୍ଧମାଳ ଜିଲ୍ଲାର ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀମାନଙ୍କୁ ସ୍ଥାନୀୟ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟରେ ଟି.ଏଲ୍.ଏମ୍. କିଟ୍ ବଣ୍ଟନ କରାଯାଇଛି । ଜିଲାର ମୋଟ ୨୧୨ ଜଣ ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ ଏହି କିଟ୍ ପ୍ରଦାନ କରାଯାଉଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ୯ଭାବେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍ ଯୋଗଦେଇଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କର ବୌଦ୍ଧିକ ବିକାଶ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ବାଟାଲିୟନ ସିଆରପିଏଫ ହେଡକ୍ୱାର୍ଟର ପରିସରରେ ସିଆରପିଏଫ ର ୮୩ ତମ ଜନ୍ମ ଦିବସ ମହାସମାରୋହରେ ପାଳନ ହୋଇଯାଇଛି ।ଏହି ଉତ୍ସବରେ କମାଡେଣ୍ଟ ଶ୍ରୀ ଆନନ୍ଦ ଝା ଉପସ୍ଥିତ ରହି ଶହୀଦ ମାନଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ ।ସମସ୍ତ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇ ବିଶ୍ୱସ୍ତତା ଏବଂ ଆନ୍ତରିକତା ସହିତ ଜବାନ ମାନେ ନିଜ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୭:ଚଳିତମାସ ୨୮ ତାରିଖରୁ ୪ ତାରିଖ ଯାଏ ମାଓବାଦୀ ମାନେ ସହିଦ ସପ୍ତାହ ପାଳନ କରିବେ । ଏହି ପରିପ୍ରେକ୍ଷୀରେ ସହିଦ ସପ୍ତାହ ଆରମ୍ଭ ପୂର୍ବରୂ କନ୍ଧମାଳ ର ବିଭିନ୍ନ ସ୍ଥାନ ରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି । କୋଟଗଡ଼ ଥାନା ଅନ୍ତର୍ଗତ ରଡ଼ିଗୁମା ଠାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି ।ଯାହାକି, ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି କ୍ଷରଡ଼ିଗୁମା ଉପସ୍ବାସ୍ଥ୍ୟକେନ୍ଦ୍ର ପାଚେରୀ ରେ ଦୁଇଟି, ସିନାଗୁଡ଼ା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ କନ୍ଧମାଳ,୨୪/୭: ପ୍ରଥମଥର ପାଇଁ ଓଡ଼ିଶାର ଜଣେ ମହିଳା ରାଷ୍ଟ୍ରପତି ପଦ ପାଇଁ ବିଜୟ ପରେ ଡ଼ିଆରଡ଼ିଏ ଛକରେ ବିଜେପି ଦଳ ପକ୍ଷରୁ ପାଳନ ହୋଇଛି ବିଜୟ ଉତ୍ସବ। ଏହି ଅବସରରେ ଯୋଗ ଦେଇଥିବା ବିଜେପି ନେତା ଓ କର୍ମୀମାନେ ନାଚ ନାଚିବା ସହିତ ମିଠା ବାଣ୍ଟିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଫୁଲବାଣୀ ପୌର ପରିଷଦର ଅଧ୍ୟକ୍ଷା ସ୍ମିତାରାଣି ମହାନ୍ତି, ଯୁବନେତା ଗୋଲକ କହଁର, ବରିଷ୍ଠ ବିଜେପି ନେତା ଭଗବାନ ମହାନ୍ତି, ଅଜିତ୍ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ସ୍ୱାଧୀନତାର ୭୫ ବର୍ଷ ରେ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ବନ ମହୋତ୍ସବ’ କାର୍ଯ୍ୟକ୍ରମ ସ୍ଥାନୀୟ ପାଟଖଣ୍ଡା ପବ୍ଲିକ୍ ସ୍କୁଲ ପରିସର ମଧ୍ୟରେ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସିଆରପିଏଫ ୧୨୭ ବାଟାଲିୟନର କମାଡେଣ୍ଟ ଶ୍ରୀ ଆନନ୍ଦ ଝା, ଦ୍ୱିତୀୟ କମାଣ୍ଡିଂ Continue Reading